କ୍ୟାନସର୍‌ ଦୂର କରେ କଲରା

ଅଧିକାଂଶ ଲୋକ କଲରା ଖାଇବାକୁ ପସନ୍ଦ କରି ନ ଥାନ୍ତି। କିନ୍ତୁ କଲରାର ଅନେକ ଉପକାରୀ ଗୁଣ ରହିଛି। ଏହାକୁ ଖାଇଲେ କିମ୍ବା ଏହାର ଜୁସ୍‌ ପିଇଲେ ଖାଲି ଡାଏବେଟିସ୍‌ ନୁହେଁ ପ୍ରାଣଘାତୀ କ୍ୟାନସର୍‌ ମଧ୍ୟ ଭଲ ହୋଇଥାଏ ବୋଲି ଆମେରିକାର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। କଲରାରେ ଥିବା ଗ୍ୟାଲିକ୍‌ ଏସିଡ୍‌ କ୍ଲୋରୋଜେନିକ୍‌ ସେଲକୁ ନଷ୍ଟ ହେବାରୁ ରକ୍ଷା କରିଥାଏ। କଲରାରେ ଥିବା ଅନ୍ୟ ରାସାୟନିକ ତତ୍ତ୍ୱ କ୍ୟାନସରଯୁକ୍ତ କୋଷିକାକୁ ରୋକିଥାଏ। ଫଳରେ କ୍ୟାନସର ହେବା ଆଶଙ୍କା କମ୍‌ ଥାଏ।
କଲରାର ଉପକାରୀ ଗୁଣ :
କଲରା ଆମ ଶରୀରରେ ରୋଗ ପ୍ରତିଷେଧକ କ୍ଷମତା ବଢ଼ାଇଥାଏ। କଲରାରେ ଭିଟାମିନ୍‌ ଏ, ସି ସହିତ ପୋଟାସିୟମ, ଫାଇବର, ଆଇରନ୍‌, ଜିଙ୍କ୍‌ ଆଦି ପୋଷକ ତତ୍ତ୍ୱ ଭରି ରହିଛି। ଦୃଷ୍ଟିଶକ୍ତି ମଧ୍ୟ ବଢ଼ାଇଥାଏ। କଲରା ଓଜନ କମାଇବାରେ ସାହାଯ୍ୟ କରିଥାଏ। ହାଡ଼ ମଜଭୁତ କରିଥାଏ। ବିଶେଷକରି ଶାରୀରିକ ବିକାଶରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ପ୍ରତିଦିନ ଖାଦ୍ୟରେ କଲରା ସାମିଲ କଲେ କିମ୍ବା ଏହାର ଜୁସ୍‌ ପିଇଲେ ଉପରୋକ୍ତ ଫାଇଦା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri