Posted inଜାତୀୟ

କ୍ୟାବିନେଟ୍‌ ନିଷ୍ପତ୍ତି: ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ

ନୂଆଦିଲ୍ଲୀ,୧୮।୯: ରେଳ କର୍ମଚାରୀଙ୍କୁ ଚଳିତ ବର୍ଷ ୭୮ ଦିନର ବୋନସ୍‌ ଦିଆଯିବ। ଏନେଇ କ୍ୟାବିନେଟ୍‌ ପକ୍ଷରୁ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗତ ୬ ବର୍ଷ ଧରି ରେଳ କର୍ମଚାରୀଙ୍କୁ ବୋନସ୍‌ ଦେଇ ଆସିଥିବାବେଳେ ଚଳିତ ବର୍ଷ ମଧ୍ୟ ଏଭଳି କରାଯାଇଛି। ଏହା ଦ୍ୱାରା ୧୧ ଲକ୍ଷ ରେଳ କର୍ମଚାରୀ ଉପକୃତ ହେବେ। ବୋନସ୍‌ ପାଇଁ ୨୦୨୪ କୋଟି ଟଙ୍କା ଖର୍ଚ୍ଚ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ ଘୋଷଣା

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀର ଆଖପାଖରେ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଶୁକ୍ରବାର ଦିଲ୍ଲୀର ସମସ୍ତ ପ୍ରାଥମିକ ବିଦ୍ୟାଳୟ...

ବିବାଦ ସମାଧାନରେ ଅଗ୍ରଣୀ ଭୂମିକା ନିଅ

ନୂଆଦିଲ୍ଲୀ,୭ା୯: ଗୋଦାବରୀ ନଦୀରେ ପୋଲାଭରମ ଜଳସେଚନ ପ୍ରକଳ୍ପ ନିର୍ମାଣକୁ ନେଇ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଓ ଛତିଶଗଡ଼ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହାର ସମାଧାନରେ...

କୋଭିଡ୍‌ ଟିକା ପରିଚାଳନା ଲାଗି କମିଟି ଗଠନ କର

ନୂଆଦିଲ୍ଲୀ,୩୧।୧୦(ପି.ଟି.): କୋଭିଡ୍‌-୧୯ ଟିକା ଯେପରି ସୁବିଧାରେ ଉପଯୁକ୍ତ ବ୍ୟକ୍ତିଙ୍କ ପାଖରେ ପହଞ୍ଚତ୍ପାରିବ ସେ ଦିଗରେ ସମନ୍ବୟ ରଖିବା ଓ ଟିକାକରଣର ତଦାରଖ ଲାଗି କମିଟି ଗଠନ...

ଅଗଷ୍ଟରେ ତୃତୀୟ ଲହର, ଆଇଆଇଟି କାନପୁର ଦେଲା ଚେତାବନୀ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଚେତାବନୀ ଦେଇଛି ଆଇଆଇଟି କାନପୁର। ଦେଶରେ...

ସର୍ଭେ ପାଇଁ ଜାତିଗତ ତଥ୍ୟ ଦେଲେ ଗୋପନୀୟତା ଉଲ୍ଲଘଂନ କିପରି ହେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୮: ଜାତି ସର୍ବେକ୍ଷଣରେ କୌଣସି ବ୍ୟକ୍ତି ନିଜ ଜାତି କିମ୍ବା ଉପ-ଜାତିର ବିବରଣୀ ପ୍ରଦାନ କରନ୍ତି, ତେବେ କ୍ଷତି କ’ଣ ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି।...

ମୋଦିଙ୍କର ହେଉ ଲାଏ ଡିଟେକ୍ଟର ଟେଷ୍ଟ୍‌, ଏଏପିର ଦାବି…

ନୂଆଦିଲ୍ଲୀ,୧୮।୧୦ : ଏକ୍ସାଇଜ ସ୍କାମ ମାମଲାରେ ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ୯ ଘଣ୍ଟାରୁ ଅଧିକ ସମୟ ପ୍ରଶ୍ନ କରିଛି। ସିବିଆଇର ପଚରାଉଚରା ପରେ...

ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ: ୨ ମୃତ

ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶର ଚାନ୍ଦୌଲି ଜିଲାର ଏକ ଘରୋଇ ହସ୍ପିଟାଲ ବାହାରେ ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।ଖବରପାଇ ସ୍ଥାନୀୟ...

ଜୟା ବଚ୍ଚନଙ୍କୁ ପ୍ରଶଂସାରେ ପୋତି ପକାଇଲା ଶିବସେନା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ବଲିଉଡକୁ ଅନେକ ସମାଲୋଚନା କରାଯାଉଛି। ଡଗ୍ସ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ...

Advertisement
Archives

Model This Week