Posted inଜାତୀୟ

କ୍ୟାବିନେଟ୍‌ ବୈଠକରେ ଏନ୍‌ପିଆର୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୧୨: ସିଏଏ ଏବଂ ଏନ୍‌ଆର୍‌ସିକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ ଏବଂ ହିଂସା ଜାରି ରହିଥିବାବେଳେ ମଙ୍ଗଳବାର କ୍ୟାବିନେଟ୍‌ ବୈଠକରେ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ପିଆର୍‌)କୁ ମଞ୍ଜୁରୀ ମିଳିଛି। ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର ଅପଡେଟ୍‌ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ଏହା ଅନ୍ତର୍ଗତ ୨୦୨୦ ଏପ୍ରିଲ୍‌ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ପ୍ରତି ଘର ଘର ବୁଲି ନାଗରିକଙ୍କ ଡାଟାବେସ୍‌ ଜନଗଣନା ଆଧାରରେ ପ୍ରସ୍ତୁତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନିଜ୍‌ ମାଞ୍ଜା ପକ୍ଷୀଙ୍କ ସ୍ବାଧୀନତାରେ ସାଜିଛି ବାଧକ, ୧୫ ଦିନରେ ୨୭୭ ଉଦ୍ଧାର, ୪୦୦ରୁ ଅଧିକଙ୍କର କଟିଛି ଡେଣା-ବେକ-ଗୋଡ଼…

ନୂଆଦିଲ୍ଲୀ, ୧୮।୮ : ଦେଶର ରାଜଧାନୀରେ ଚାଇନାର ମାଞ୍ଜ କେବଳ ମଣିଷଙ୍କୁ ନୁହେଁ, ବିଦେଶରୁ ଆସୁଥିବା ପକ୍ଷୀମାନଙ୍କର ମୃତ୍ୟୁର କାରଣ ପାଲଟିଛି। ସ୍ବାଧୀନତା ଦିବସରେ ଦିଲ୍ଲୀରେ...

ବିଧାୟକ ଦଳର ବୈଠକ ଶେଷ, ସୋନିଆ ସ୍ଥିର କରିବେ କିଏ ହେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୮ ।୯: ପଞ୍ଜାବ କଂଗ୍ରେସ ବିଧାୟକ ଦଳର ବୈଠକ ଶେଷ ହୋଇଛି । ଶନିବାର ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ ଅମରିନ୍ଦର ସିଂ ଇସ୍ତଫା ଦେବା ପରେ...

ବୁଧବାର ଶେଷ ହୋଇପାରେ ଲୋକ ସଭା ଅଧିବେଶନ

ନୂଆଦିଲ୍ଲୀ, ୨୦ା୯: ଲୋକ ସଭାର ଚଳିତ ମୌସୁମୀ ଅଧିବେଶନରେ ଯୋଗ ଦେଇଥିବା ୩ ଜଣ ଏମ୍‌ପି କୋଭିଡ୍‌-୧୯ ପଜିଟିଭ ହେବା ପରେ ଅଧିବେଶନକୁ ବୁଧବାର ବନ୍ଦ...

ଆତ୍ମହତ୍ୟା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତୁଣୀ

ବେଙ୍ଗାଲୁରୁ,୨୮।୧: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ୍‌ ୟେଦିୟୁରପ୍ପାଙ୍କ ନାତୁଣୀ ସୌନ୍ଦର୍ଯ୍ୟା ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ତାଙ୍କ ବାସଭବନରୁ ମୃତଦେହ ଜବତ...

ଦୂତାବାସ ଭିତରେ ଭାରତୀୟ ରାଷ୍ଟ୍ରଦୂତଙ୍କ ମୃତଦେହ…

ନୂଆଦିଲ୍ଲୀ,୭।୩ : ଭାରତ ପାଇଁ ପାଲେଷ୍ଟାଇନରୁ ଦୁଃଖଦ ଖବର ଆସିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ପାଲେଷ୍ଟାଇନରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ମୁକୁଲ ଆର୍ଯ୍ୟଙ୍କ ମୃତ୍ୟୁ...

ହାରିଗଲେ ଶତୃଘ୍ନ ସିହ୍ନା

ପାଟନା, ୨୩।୫: ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ଶତୃଘ୍ନ ସିହ୍ନା ଚଳିତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ଭୋଗିଛନ୍ତି। ସେ ନିଜର ନିକଟତମ...

ଡୋଜ୍‌ ଅଭାବ ନେଇ ଲେଟର ଓ୍ବାର: କେନ୍ଦ୍ର ପକ୍ଷରୁ ପାଲଟା ଜବାବ

ନୂଆଦିଲ୍ଳୀ,୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। କରୋନାରୁ ଦୂରେଇ ରହିବା ପାଇଁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନରେ...

ହିମାଚଳପ୍ରଦେଶରେ ବର୍ଷା ବିତ୍ପାତ

ଧର୍ମଶାଳା(ହିମାଚଳ ପ୍ରଦେଶ), ୧୩ା୭: ଦକ୍ଷିଣ-ପଶ୍ଚିମ ମୌସୁମୀଜନିତ ବର୍ଷା ହିମାଚଳପ୍ରଦେଶରେ ବିପର୍ଯ୍ୟୟ ସୃଷ୍ଟି କରିଛି। ରାଜ୍ୟର ଅନେକ ସ୍ଥାନରେ ରବିବାର ରାତିରେ ବାଦଲଫଟା ବର୍ଷା ଯୋଗୁ ବନ୍ୟା...

Advertisement
Archives

Model This Week