କ୍ୟାବିନେଟ୍‌ ବୈଠକରେ ୯ ପ୍ରସ୍ତାବକୁ ମଞ୍ଜୁରୀ: ସରକାରୀ ଚାକିରିରେ ଥିବା ବେଳେ ମୃତ୍ୟୁ ହେଲେ ପରିବାରଲୋକଙ୍କୁ ଥଇଥାନ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୯ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳଛି। ପଞ୍ଚମ ଅର୍ଥ କମିଶନଙ୍କ ରିପୋର୍ଟ, ଓଡ଼ିଶା ସିଭିଲ ସର୍ଭିସ ସଂଶୋଧନ ରୁଲ୍‌କୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଓଡ଼ିଶା ସିଭିଲ ସର୍ଭିସ ସଂଶୋଧନ ରୁଲ୍‌ ଅନୁଯାୟୀ ଚାକିରିରେ ଥିବା ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଥଇଥାନ ବ୍ୟବସ୍ଥା କରାଯିବ। ପରିବାରଲୋକଙ୍କୁ ଗ୍ରୁପ୍‌-ଡିରେ ଚାକିରି ମିଳିବ ବୋଲି ଜଣାପଡ଼ିଛି। ସେହିଭଳି ସୁନ୍ଦରଗଡ଼ ଜିଲାର ୨ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଥିବା ବେଳେ ଓଡ଼ିଶା ଖଣି ନିଗମର ଦୀର୍ଘ ମିଆଦି ଲିଂକେଜକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପ୍ରଭାବ: ରାଜ୍ୟର ସମସ୍ତ ଆହାର କେନ୍ଦ୍ର, ପାର୍କ ବନ୍ଦ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଆହାର କେନ୍ଦ୍ରକୁ ମାର୍ଚ୍ଚ ୨୯ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୨୫କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ...

ଆଜିଠୁ ଦୋକାନ ଉପରେ କଟକଣା

ପୁରୀ ଅଫିସ,୨୧ା୩: କରୋନା ଭାଇରସକୁ ନେଇ ଏବେ ସବୁଠି ଆଲୋଚନା। ଏହି ପ୍ରାଣଘାତୀ ଭାଇରସ୍‌କୁ କିପରି ମୁକାବିଲା କରାଯାଇପାରିବ ସେ ନେଇ ରାଜ୍ୟ ସରକାର ବିଭିନ୍ନ...

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ...

ମୃତ ହେଟାବାଘର ନଖ କାଟିନେଲେ

କୋକସରା:୧୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ସାଗରପଡ଼ା ନିକଟରେ ଏକ ଗାଡି ଧକ୍କାରେ ଏକ ହେଟାବାଘର ମୃତ୍ୟୁ ଘଟିଛି। ବାଘଟି ରାସ୍ତା...

କୋଭିଡ ଆଇନ ଉଲ୍ଲଂଘନ ପ୍ରସଙ୍ଗ: କ୍ଷମା ମାଗିଲେ ବିଧାୟକ ଉମା

ପୁରୀ ଅଫିସ,୧୦ା୧୦: କୋଭିଡ୍‌ ଆଇନ ଉଲ୍ଲଂଘନ କରିଥିବାରୁ ଶେଷରେ କ୍ଷମା ମାଗିଛନ୍ତି ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ। ଶନିବାର ବିଧାୟକ ସାମନ୍ତରାୟ କହିଛନ୍ତି, କରୋନା ସଂକ୍ରମିତ...

ଦଳ ବିରୋଧୀ କାର୍ଯ୍ୟ: ଭାଜପା କର୍ମକର୍ତ୍ତା ବହିଷ୍କୃତ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଜଗତ୍‌ସିଂହପୁର ପୂର୍ବତନ ଜିଲା ଉପସଭାପତି ଅଜିତ କୁମାର ଦାସ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ...

ବମିଖାଲର ସମସ୍ତ ପଜିଟିଭ୍‌ ଗୋଟିଏ ପରିବାରର

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସୁଦ୍ଧା ୩୯ରେ ପହଞ୍ଚିଥିବା ବେଳେ ଭୁବନେଶ୍ୱରର ୩୨ ଜଣ ଅଛନ୍ତି। ଏଥିରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ...

Advertisement
Archives

Model This Week