କ୍ୟାବିନେଟ୍‌ ମନ୍ତ୍ରୀଭାବେ ଶପଥ ନେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ)-ଭାଜପା ନେତା ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଧର୍ମେନ୍ଦ୍ରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଧର୍ମେନ୍ଦ୍ର ନରେନ୍ଦ୍ର ମୋଦିଙ୍କ ପ୍ରଥମ ପାଳିରେ ମଧ୍ୟ ମନ୍ତ୍ରୀ ହୋଇଥିଲେ। ୨୦୧୪ରେ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ ପାହ୍ୟା) ପାଇଥିବା ଧର୍ମେନ୍ଦ୍ରଙ୍କ ପରବର୍ତ୍ତୀ ସମୟରେ କ୍ୟାବିନେଟ୍‌ ପାହ୍ୟାକୁ ପଦୋନ୍ନତି ହୋଇଥିଲା।
ସେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଦକ୍ଷତା ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଇ ସାରିଛନ୍ତି। ଚଳିତ ଥର ମଧ୍ୟ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri