କ୍ୟାରିୟରକୁ ନେଇ ଏମିତି କହିଲେ ବାଣୀ କପୁର

ବଲିଉଡ୍‌ ଅଭିନେତ୍ରୀ ବାଣୀ କପୁର ୨୦୧୩ ମସିହାରେ ଫିଲ୍ମ ‘ଶୁଦ୍ଧ ଦେଶୀ ରୋମାନ୍ସ’ ଜରିଆରେ କ୍ୟାରିଅର୍‌ ଆରମ୍ଭ କରିଥିଲେ । ପରେ ବେଫିକ୍‌ରେ, ବ୍ଲକବଷ୍ଟର୍‌, ୱାର୍‌ ଭଳି ଫିଲ୍ମରେ ନଜର ଆସିଥିଲେ । ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ଚଣ୍ଡିଗଡ଼ କରେ ଆଶିକି’ରେ ଜଣେ କିନ୍ନର ଥଭୂମିକା କରି ସେ ଖୁବ ପ୍ରଶଂସିତ ହୋଇଥିଲେ ।
ଏକ ସାକ୍ଷାତକାରରେ ବାଣୀ କହିଛନ୍ତି ‘ମୋ କାମରେ ମୁଁ ବିବିଧତା ଉପରେ ଫୋକସ କରେ । ଯେତେବେଳେ ପଛକୁ ଚାହେଁ, ଜଣେ କଳାକାର ଭାବେ ମୋର ଯୋଗଦାନ ଅଛି ବୋଲି ଅନୁଭବ କରେ । ଅନେକ କ୍ଷେତ୍ରରେ କାମ କରିବାରେ ମୁଁ ସକ୍ଷମ ମଧ୍ୟ ହୋଇଛି । ବେଫିକ୍‌ରେ ୱାର୍‌ ଭଳି ଭଳି ଫିଲ୍ମରେ ତାଙ୍କ ଚରିତ୍ରକୁ ଗ୍ଲାମରସ ରୂପେ ବିବେଚନା କରାଯାଇଛି । କିନ୍ତୁ ବାଣୀଙ୍କ ପାଇଁ ତାହା ଅଭିନୟ ପ୍ରକ୍ରିୟାର ଅଂଶବିଶେଷ । ତାଙ୍କ ମତରେ, ଏହା ଆଦୌ ନୁହେଁ ଯେ ଗ୍ଲାମର୍‌ ନ ଥିବା କାମରେ ହିଁ ଅଭିନୟ ଓ ପ୍ରଦର୍ଶନ ଥାଏ । ଅନ୍ୟମାନେ କେବଳ ଆସୁଛନ୍ତି ଆଉ ଡ୍ୟାନ୍ସ କରି ଚାଲିଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri