ପାତ୍ରପୁର,୧୮ା୪(ଡି.ଏନ୍.ଏ.)- ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀସ୍ଥିତ ପରାଙ୍କୁଶ ବିଦ୍ୟାପୀଠରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ଜଣେ ଦାଦନ ଶ୍ରମିକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ ହୋଇଛି। ସେ ବୁଧବାର ଆନ୍ଧ୍ରରୁ ଗ୍ରାମକୁ ଫେରିଥିବାବେଳେ ତାଙ୍କୁ ସାମନ୍ତିଆପଲ୍ଲୀ ସ୍ଥିତ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରଖାଯାଇଥିଲା। ହେଲେ ପ୍ରଶାସନ ତରଫରୁ ଖାଦ୍ୟ ଦିଆଯାଉ ନ ଥିବାରୁ ପରିବାର ଲୋକେ ଘରୁ ଖାଦ୍ୟ ଆଣିଲେ ସେ ଖାଉଛନ୍ତି। ଏନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ଯୁଧିଷ୍ଠିର ସାହୁଙ୍କୁ ପଚାରିବାରୁ ଜଣକୁ ଖାଦ୍ୟ ଯୋଗାଇବା କଷ୍ଟକର, ତେଣୁ ପ୍ରତ୍ୟେକ ଦିନର ଖାଦ୍ୟ ବାବଦକୁ ଯାହା ଟଙ୍କା ହେବ ଶେଷରେ ଦିଆଯିବ ବୋଲି କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି
କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି।…
ଘୋଡାହାଡ ଡ଼୍ୟାମରୁ ଛଡାଯିବ ପାଣି: ନଦୀ ତଟବର୍ତ୍ତିି ଗ୍ରାମକୁ ସତର୍କ
ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି।ଏହାର ପ୍ରଭାବରେ ଶନିବାର ଠାରୁ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…
ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ
ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ…
ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍
ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…
ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍, CHC ଭରସା ମାତ୍ର ଜଣେ ଡାକ୍ତର
ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…
ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି
ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…
ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ
ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…
କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ
କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ ନିଜ କ୍ୱାର୍ଟର୍ସରେ…
Archives

