କ୍ୱାରାଣ୍ଟାଇନକୁ ଗଲେ ୨୬ ପୋଲିସ

ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ ଦିଲ୍ଲୀରେ ତା’ର କାୟା ବିସ୍ତାର କରି ଚାଲିଛି। ଜଣେ ଷ୍ଟେଶନ ହାଉସ ଅଫିସରଙ୍କ ସମେତ ଶୁକ୍ରବାର ୨୬ ଜଣ ପୋଲିସ କରୋନା ସଂକ୍ରମଣ ସନ୍ଦେହରେ କ୍ୱାରାଣ୍ଟାଇନକୁ ଯାଇଥିବା ସୂଚନା ମିଳିଛି। ପୂର୍ବରୁ ୨ କନଷ୍ଟେବଳ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏମାନେ ସମସ୍ତ ଉକ୍ତ ୨ କନଷ୍ଟେବଳଙ୍କ ସଂସ୍ପର୍ଶରେ ଆସିଥିବାରୁ ସେମାନଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଗୁରୁବାର ଦିଲ୍ଲୀର ଜଣେ ପିଜା ଡେଲିଭରି ବୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଅଧିକାଂଶ ଲୋକଙ୍କର ଚିନ୍ତା ବଢି ଯାଇଥିଲା। କାରଣ ସେ ପାଖାପାଖି ୭୨ପରିବାରଙ୍କ ସଂସ୍ପର୍ଶରେ ଆସିଥିବା ବେଳେ ଏବେ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିଥିବାରୁ ଏହା ଚିନ୍ତାର କାରଣ ପାଲଟି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହସି-ହସି ପଢ଼ିବା ଶିଖିଲେ ମେଲାନିଆ

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସ୍ତ୍ରୀ ମେଲାନିଆ ଦିଲ୍ଲୀର ନାନକପୁରା ସ୍ଥିତି ମଙ୍ଗଳବାର ସର୍ବୋଦୟ କୋ-ଏଡ୍‌ ସିନିଅର ସେକେଣ୍ଡାରୀ ସ୍କୁଲରେ ଅନୁଷ୍ଠିତ ହୋଇଥିବା ହ୍ୟାପିନେସ୍‌...

ମାଉସୀ ନମସ୍କାର କହି ଘରେ ପଶିଲେ କିଛି ବ୍ୟକ୍ତି, ଆଉ ତା’ପରେ

ଗ୍ବାଲିୟର୍‌,୨୯।୭: ମଧ୍ୟ ପ୍ରଦେଶର ଗ୍ବାଲିୟରରେ ଏକ ଅଜବ ଲୁଟ୍‌ ହୋଇଛି। ମାଉସୀ ନମସ୍କାର କହି ଘରେ ପଶି ଖେଳନା ବନ୍ଧୁକ ଦେଖାଇ ଲୁଟ କରିନେଇଛନ୍ତି ଦୁର୍ବୃତ୍ତ।...

ମେଟ୍ରୋରେ ମୋଦି

ମୁମ୍ବାଇ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାରାଷ୍ଟ୍ରରେ ଦେଶର ଷଷ୍ଠ ବନ୍ଦେ ଭାରତ ମେଟ୍ରୋ ଟ୍ରେନ୍‌ ଉଦ୍‌ଘାଟନ କରିଛନ୍ତି। ଏହି ଟ୍ରେନ୍‌ ନାଗପୁରରୁ ବିଳାସପୁର ଅଭିମୁଖେ...

ସିପିଆଇ ବିବାଦ ମଧ୍ୟରେ ଜେଡିୟୁ ନେତାଙ୍କୁ ଭେଟିଲେ କହ୍ନେୟା କୁମାର

ପାଟନା,୧୫ ।୨: ବିହାର ରାଜନୀତିରେ ପ୍ରତିଦିନ କିଛି ନା କିଛି ନୂଆ ଦେଖିବାକୁ ମିଳୁଛି । ଏବେ ଚର୍ଚ୍ଚା ହେଉଛି କି କମ୍ୟୁନିଷ୍ଟ ପାର୍ଟି ଅଫ୍...

ସାମ୍ବାଦିକଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ଇଡି

ନୂଆଦିଲ୍ଲୀ,୧୩।୧୦: ମନିଲଣ୍ଡରିଂ ମାମଲାରେ ସାମ୍ବାଦିକ ରାଣା ଆୟୁବଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗାଜିଆବାଦର ଏକ ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ‘କେଟ୍ଟୋ’ ଅନ୍‌ଲାଇନ...

କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ ମୋଦିଙ୍କ ୮ଥର ଗସ୍ତ

ବେଙ୍ଗାଲୁରୁ, ୧୯।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାଜପା ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜନାଥ ସିଂ,...

କଂଗ୍ରେସ ଛାଡ଼ିଲେ ଏମ୍‌.ଏ. ଖାନ୍‌

ହାଇଦ୍ରାବାଦ,୨୮।୮: ଜଣକ ପରେ ଜଣେ ବରିଷ୍ଠ ନେତା କଂଗ୍ରେସ ଛାଡ଼ିବାରେ ଲାଗିଛନ୍ତି। ତେଲଙ୍ଗାନାର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏମ୍‌.ଏ....

ଅଙ୍କୁର ଭାଟିଆଙ୍କ ପରଲୋକ

ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍‌)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮...

Advertisement
Archives

Model This Week