Posted inଭଦ୍ରକ

କ୍ୱାରାଣ୍ଟାଇନରେ ରହିଲେ ୨୬୩ ପ୍ରବାସୀ

ବନ୍ତ,୧୪।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ବୁଧବାର ସୁଦ୍ଧା ୨୬୩ ଜଣ ପ୍ରବାସୀ ପହଞ୍ଚିଛନ୍ତି। ସୋମବାର ସୁଦ୍ଧା ୧୫୧ ଜଣ ଫେରିଥିବାବେଳେ ଗତ ଦୁଇ ଦିନ ମଧ୍ୟରେ ୧୧୨ ଜଣ ଫେରିଛନ୍ତି। ସମସ୍ତ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି। ତେବେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରାୟ ୮୪୪୧ ଜଣ ପ୍ରବାସୀ ନିଜ ଘରକୁ ଫେରିବା ପାଇଁ ପଞ୍ଜୀକରଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri