କ୍ୱାରାଣ୍ଟାଇନ୍‌ରୁ ଖସିଯାଇ ୯୦ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟାକଲେ ଯୁବକ

ମଦୁରାଇ,୨୮।୩: ତାମିଲନାଡୁ ଥେନି ଜିଲାରେ ଜଣେ ୩୪ ବର୍ଷ ବୟସ୍କ ଯୁବକ କ୍ୱାରାଣ୍ଟାଇନରୁ ଖସିଯାଇଛନ୍ତି। ଉକ୍ତ ଯୁବକ ଜଣଙ୍କ ଶ୍ରୀଲଙ୍କାରୁ ଫେରିବା ପରେ ତାଙ୍କ ଘରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ସେ ଉଲଗ୍ନ ଅବସ୍ଥାରେ ଘରୁ ଉଠି ବାହାରକୁ ଚାଲିଯାଇଥିଲେ। ଏହି ସମୟରେ ତାଙ୍କ ଘର ବାହାରେ ଶୋଇଥିବା ଜଣେ ୯୦ ବର୍ଷୀୟା ବୃଦ୍ଧାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ପୋଲିସ କହିଛି। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ବେଳେ ପୋଲିସ କହିଛି ସେ ମାନସିକ ବିକାରଗ୍ରସ୍ତ ଥିବାରୁ ଏଭଳି କାର୍ଯ୍ୟ କରିଥାଇ ପାରନ୍ତି। ତେବେ ବୃଦ୍ଧାଙ୍କ ତଣ୍ଟି ଚିପି ହତ୍ୟା କରିବା ସମୟରେ ତାଙ୍କର ଚିତ୍କାର ଶୁଣି ପାଖ ପଡୋଶୀ ରୁଣ୍ଡ ହୋଇ ତାଙ୍କୁ ଉଦ୍ଧାର କରିଥିବା ବେଳେ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍‌ କରିଥିବା ଶିଶୁଙ୍କୁ ପୁରସ୍କାର: ଭାଜପା ଏମ୍‌ପି ଦେଲେ ଅଢ଼େଇ ଲକ୍ଷ

ନୂଆଦିଲ୍ଲୀ,୩୧।୧୦: ସୋସିଆଲ୍‌ ମିଡ଼ିଆରେ ଜଣେ ଶିଶୁର ଭିଡ଼ିଓ ଚଳିତ ମାସରେ ଭାଇରାଲ ହେବାରେ ଲାଗିଥିଲା। ଶିଶୁ ଜଣକ ଲଦାଖର ଚୁଶୁଲ୍‌ଠାରେ ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍‌ କରୁଥିବାର...

ବଦଳୁଛି ମେଣ୍ଟ ରାଜନୀତି

ନୂଆଦିଲ୍ଲୀ,୫।୬(ପି.ଟି./ଆଇଏଏନ୍‌ଏସ୍‌): ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ଜାତୀୟ ରାଜନୈତିକ ଚିତ୍ରପଟକୁ ବଦଳାଇଦେଇଛି। ଏହାର ପ୍ରଭାବରେ ବିରୋଧୀଙ୍କ ମହାମେଣ୍ଟ ରାଜନୀତିରେ ପରବର୍ତ୍ତନ ଦେଖିବାକୁ ମିଳିଲାଣି। ଉତ୍ତରପ୍ରଦେଶର...

ଲୋକସଭାରେ ହଙ୍ଗାମା ପରେ କଂଗ୍ରେସର ୭ଏମ୍‌ପିଙ୍କୁ ନିଲମ୍ବିତ କଲେ ବାଚସ୍ପତି

ନୂଆଦିଲ୍ଲୀ,୫।୩: ସଂସଦରେ ଲଗାତାର ହେଉଥିବା ହଟ୍ଟଗୋଳ ଯୋଗୁ ଲୋକ ସଭା ବାଚସ୍ପତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଗୁରୁବାର କଂଗ୍ରେସର ୭ଜଣ ଏମ୍‌ପିଙ୍କୁ ଲୋକ ସଭା...

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

ନୂଆଦିଲ୍ଲୀ,୨୧ା୪(ପି.ଟି.): କଂଗ୍ରେସ ସହ ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ମେଣ୍ଟ ସମ୍ଭବ ନୁହେଁ ବୋଲି ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି। ଅନ୍ୟ ରାଜ୍ୟରେ ମଧ୍ୟ...

ନୀତିଶଙ୍କ ଅପବ୍ୟବହାର ମୋ ପାଇଁ ଆଶୀର୍ବାଦ ଭଳି: ତେଜସ୍ବୀ

ପାଟନା,୨୭।୧୦: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନର ୨୪ ଘଣ୍ଟା ପୂର୍ବରୁ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଉପରେ ବର୍ଷିଛନ୍ତି। ତେଜସ୍ବୀ ଯାଦବ...

କୋଭିଡ ଭାକ୍ସିନର ବୁଷ୍ଟର ଡୋଜ୍‌କୁ ମିଳିଲା ଅନୁମତି: ଦୁର୍ବଳ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କୁ ଦିଆଯିବ ତୃତୀୟ ଡୋଜ୍‌

ଓ୍ବାଶିଂଟନ୍‌,୧୩।୮: ଆମେରିକାରେ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ୍‌ର ପ୍ରୟୋଗକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଆମେରିକାରେ ବର୍ତ୍ତମାନ କରୋନାର ହାଇ ରିସ୍କ ଥିବା ରୋଗୀଙ୍କୁ ଟିକାର ତୃତୀୟ...

ହାରୁଛି କରୋନା: ୧୨ ଦିନରେ କୋଟିଏ ଲୋକଙ୍କ ନମୁନା ପରୀକ୍ଷା

ନୂଆଦିଲ୍ଲୀ, ୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଧିମା ପଡ଼ିଛି। ଗତ ୧୨ ଦିନରେ କୋଟିଏ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଏନେଇ ସ୍ବାସ୍ଥ୍ୟ ଓ...

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ...

Advertisement


Archives

Model This Week