କ୍ୱାରାଣ୍ଟାଇନ୍‌ରେ ରହିଲେ ୬ ପଶ୍ଚିମବଙ୍ଗ ଫେରନ୍ତା

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଖାସମୁଣ୍ଡା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଲୁଚି କରି ୬ ବଂଲାଭାଷୀ ଚାଲିଆସିଥିଲେ। ପୋଲିସ ସେମାନଙ୍କୁ ଧରି ଗୁରୁବାର ତାଳଚୁଆ ପଞ୍ଚାୟତ ନୋଡାଲ ଅଫିସର ବିଜୟ କୁମାର ସେଠୀଙ୍କୁ ହସ୍ତାନ୍ତର କରିଛି। ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି। ଏମାନେ ସମସ୍ତେ ପଶ୍ଚିବଙ୍ଗର। ସେମାନେ ବୋଟ୍‌ ଯୋଗେ ରାତିରେ ଆସି ଏଠାରେ ପହଞ୍ଚିଥିଲେ। ଖବର ପାଇ ତାଳଚୁଆ ସାମୁଦ୍ରିକ ଥାନାଧିକାରୀ ଶ୍ରୀକାନ୍ତ ବାରିକ ସେମାନଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ...

ଜୋର ଜବରଦସ୍ତ ଘର ଭାଙ୍ଗିବା ଘଟଣା : ଅସନ୍ତୋଷ ପ୍ରକାଶ କଲେ କନ୍ଧ ଶତପଥୀ

ଗଞ୍ଜାମ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରେ ଦୀର୍ଘ ସତୁରୀ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା କନ୍ଧ ଶତପଥୀଙ୍କ ଘରକୁ ଗତ ୯ ତାରିଖରେ...

ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ

ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ...

ବର୍ଷାରେ ଭୁଶୁଡିଲା ପୋଲ, ଯାତାୟାତ ବାଧାପ୍ରାପ୍ତ: ଯୋଗାଯୋଗରୁ ବିଚ୍ଛିନ୍ନ କଛାରପଡାବାସୀ

ଜୁନାଗଡ,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ରବିବାର, ସୋମବାର ୨ ଦିନ ଧରି ଲଗାଣ ବର୍ଷାରେ ଚାରିଆଡେ ଜଳମଗ୍ନ ହୋଇଥିଲା। ଏଥିଯୋଗୁ ନାଳ(ଯୋର), ନଦୀରେ...

ମହାପ୍ରଭୁଙ୍କ ସେବାରେ ଆନନ୍ଦ ମିଳେ

ଖୋର୍ଦ୍ଧା ଅଫିସ,୪।୫: ପବିତ୍ର ଅକ୍ଷୟତୃତୀୟାରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ଲାଗି ପାରମ୍ପରିକ ରୀତିନୀତିରେ ତିନିରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଅନ୍ୟପଟେ ରଥଯାତ୍ରାରେ ମହାପ୍ରଭୁଙ୍କ ପାଇଁ...

୨ ପିଲାଙ୍କୁ ବିଷଦେଇ ମା’ଙ୍କ ଆତ୍ମହତ୍ୟା: ଝିଅ,ପୁଅ ଗୁରୁତର

ମାଲକାନଗିରି, ୩୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୌଡଗୁଡ଼ା ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା’ ତାଙ୍କର ଦୁଇ ପିଲାଙ୍କୁ ବିଷ ଦେଇ...

ମୃଣ୍ମୟୀ ମୂର୍ତ୍ତି ସ୍ଥାନ ନେଲା ଦାରୁ ବିଗ୍ରହ

ଭଦ୍ରକ ଅଫିସ, ୧୮ା୩- ଭଦ୍ରକ ବ୍ଲକ ଚରମ୍ପା ବରାଳପୋଖରୀ ଅଞ୍ଚଳର ଜାନୁଗଞ୍ଜ ଗାଁରେ ଜଗନ୍ନାଥଙ୍କ ମୃଣ୍ମୟୀ ମୂର୍ତ୍ତି ବିସର୍ଜନ ପରେ ସୋମବାର ଦାରୁବିଗ୍ରହ ପ୍ରତିଷ୍ଠା ହୋଇଛି।...

ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ବଇଣ୍ଡା,୩୧।୫(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗୁରୁବାର ବିଧାନସଭାରେ ନୂତନ ଭାବେ ଶପଥ ନେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଆସି କାର୍ଯ୍ୟ ଆରମ୍ଭ କରିଛନ୍ତି।...

Advertisement
Archives

Model This Week