କ୍ୱାରାଣ୍ଟାଇନ୍‌ରେ ସହଯୋଗ ନ କଲେ ଗୁଳି କରିବାକୁ ନିର୍ଦ୍ଦେଶ ଦେଲେ ଫିଲିପାଇନ୍ସ୍‌ ସରକାର !

ମାନିଲା,୨।୪: କରୋନା ସଂକ୍ରମଣ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ପ୍ରତିିଦିନ ବୃଦ୍ଧି ପାଉଛି। ସଂକ୍ରମିତଙ୍କୁ କ୍ୱାରାଣ୍ଟାଇନ୍‌ରେ ମଧ୍ୟ ରଖାଯାଉଛି। କରୋନା ସଂକ୍ରମଣ ରୋକିବା ପାଇଁ ଫିଲିପାଇନ୍ସ୍‌ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। କ୍ୱାରାଣ୍ଟାଇନ୍‌ରେ ସହଯୋଗ କରୁ ନ ଥିବା ଏବଂ ହିଂସକ ଆଚରଣ ପ୍ରଦର୍ଶନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଗୁଳି କରିବାକୁ ରାଷ୍ଟ୍ରପତି ରୋଡ୍ରିଗୋ ଡୁର୍ଟେଟ୍‌ ନିର୍ଦ୍ଦେଶ ଦେଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଇତିମଧ୍ୟରେ ଦେଶରେ ୨,୩୧୧ ଜଣ ସଂକ୍ରମିତ ହୋଇଥିବାବେଳେ ୯୬ ଲୋକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ମହଙ୍ଗା କାଠ: ଏହାର ୧ କିଲୋ ମୂଲ୍ୟରେ କିଣି ହେବ ଦାମୀ କାର

ବିଶ୍ୱରେ ଏପରି କିଛି କାଠ ଅଛି ଯାହାର ମୂଲ୍ୟ ଶୁଣିଲେ ବିଶ୍ୱାସ ହେବ ନାହିଁ। ସାଧାରଣତଃ ଚନ୍ଦନ କାଠକୁ ଅଧିକ ମହଙ୍ଗା ବୋଲି ବିବେଚନା କରାଯାଏ।...

ଉତ୍କଟ ହେବ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ/ନ୍ୟୁୟର୍କ,୨୦ା୫:ଗତବର୍ଷ ଅଗଷ୍ଟରେ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ କରିବା ପରଠାରୁ ଆଫଗାନିସ୍ତାନରେ ଖାଦ୍ୟ ସଙ୍କଟ ବଢ଼ିବାରେ ଲାଗିଛି। ପଡ଼ୋଶୀ ଶ୍ରୀଲଙ୍କାରେ ଖାଦ୍ୟ ସଙ୍କଟ ଗୃହଯୁଦ୍ଧର...

କାମ କରୁନି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରର ଶୌଚାଳୟ: ଡାଇପର ପିନ୍ଧୁଛନ୍ତି ମହାକାଶ ଯାତ୍ରୀ

ଓ୍ବାଶିଂଟନ,୨୮।୧୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରର ଶୌଚାଳୟ କାମ କରୁନି। ଫଳରେ ମହାକାଶ ଯାତ୍ରୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନେ ଏବେ ଡାଇପର ପିନ୍ଧୁଛନ୍ତି। ଏହି...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୯୫୪ ଜଣ ନୂଆ...

ଉଡିବାକୁ ଥିବା ବିମାନର ପଙ୍ଖା ଉପରେ ଚଢିଗଲେ ଯୁବକ

ଲାଗୋସ,୨୧।୭: ନାଇଜେରିଆ ସମାଚାର ଏଜେନ୍ସିର ସୂଚନା ଅନୁଯାୟୀ, ଶୁକ୍ରବାର ମୁର୍ତଲା ମହମ୍ମଦ ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦରରେ ଅଜମାନ ଏୟାର ଲାଇନ୍ସର ଏକ ବିମାନ ଉଡିବା ଲାଗି...

ଜିନପିଙ୍ଗ୍‌ଙ୍କ ଉପରେ ଅଧିକାରୀଙ୍କର ନାହିଁ ଭରସା…

ବେଜିଂ,୨।୧ : ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ନୂତନ ବର୍ଷ ଅବସରରେ ଦେଶର ଲୋକଙ୍କୁ ସମ୍ବୋଧିତ କରି କହିଥିଲେ ଯେ ତାଙ୍କ ଦେଶ ସଠିକ ଇତିହାସର...

ସିଓଲ୍‌କୁ ଧ୍ୱଂସ କରିଦେବି, କିମ୍‌ଙ୍କ ଧମକ…

ପୋଙ୍ଗାଙ୍ଗ୍‌, ୩।୪ : ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟକୁ ଉତ୍ତର କୋରିଆ ନିନ୍ଦା କରିଛି ଯେଉଁଥିରେ ଦେଶର ସାମରିକ ଦକ୍ଷତା ବିଷୟରେ ସେ କହିଛନ୍ତି।...

ଇମ୍ରାନଙ୍କୁ ଆକ୍ରମଣ କରିବାର ୫ଦିନ ପରେ ଏଫ୍‌ଆଇଆର୍‌ ରୁଜୁ: ପାକିସ୍ତାନ ପ୍ରଧାନମନ୍ତ୍ରୀ, ସେନା ଜେନେରାଲଙ୍କ ନାମ ନାହିଁ

ଇସ୍‌ଲାମାବାଦ,୮।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଉପରେ ହୋଇଥିବା ଆକ୍ରମଣ ସଂପର୍କରେ ପାକିସ୍ତାନର ପଞ୍ଜାବ ପ୍ରଦେଶର ପୋଲିସ ଶେଷରେ ଏଫ୍‌ଆଇଆର୍‌ ରୁଜୁ କରିଛି। ସୋମବାର ସୁପ୍ରିମକୋର୍ଟ...

Advertisement
Archives

Model This Week