କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ

ସଜନାଗଡ଼,୨୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଯୁବତୀଙ୍କୁ ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ରତ୍ନାକର ଜେନା ନାମକ ଯୁବକଙ୍କୁ ପୋାଲିସ ଗିରଫ କରିଛି। ଏନେଇ ଥାନାରେ ମାମଲା(ନଂ.୪୯/୨୦) ରୁଜୁ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ନୀଳଗିରି ତହସିଲଦାର ଅଶେଷ ନାୟକ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ପୂର୍ବାହ୍ନ ସମୟରେ ରତ୍ନାକର କ୍ୱାରାଣ୍ଟାଇନ୍‌ କେନ୍ଦ୍ର ମଧ୍ୟକୁ ପଶି ଗାଧୁଆ ଘରେ ବଳାତ୍କାର ଉଦ୍ୟମ କରିଥିଲେ। ଯୁବତୀ ଜଣକ ପାଟି କରିବାରୁ କେନ୍ଦ୍ରରେ ଥିବା ଅନ୍ୟ ୩ଜଣ ମହିଳା ଦୌଡ଼ି ଆସିଥିଲେ। ସମ୍ପୃକ୍ତ ଯୁବକ ଘଟଣାସ୍ଥଳରୁ ଖସି ପଳାଇବା ପାଇଁ ଚେଷ୍ଟା କରୁଥିବା ବେଳେ ଅନ୍ୟମାନେ ତାଙ୍କୁ କାବୁ କରି ଗଛରେ ବାନ୍ଧି ପକାଇଥିଲେ। ସମ୍ପୃକ୍ତ ଯୁବକ ଓ ତାଙ୍କୁ ସହଯୋଗ କରିଥିବା ଜଣେ ସୁରକ୍ଷାକର୍ମୀଙ୍କ ବିରୋଧରେ ପୀଡିତା ବରହମ୍‌ପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ, ୧ ଲକ୍ଷ ଜରିମାନା

ଫୁଲବାଣୀ ଅଫିସ, ୨୬ା୧୨:ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୪ବର୍ଷ...

ଟଙ୍କା ବ୍ୟାଗ ଝାମ୍ପି ନେଲେ ଦୁର୍ବୃତ୍ତ

ବଡ଼ଗାଁ, ୯।୩(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ନିକଟ ବସ୍‌ଷ୍ଟାଣ୍ଡର ଏକ ଚା ଦୋକାନରୁ ଲୁଟ ହୋଇଛି। ୨ ଲକ୍ଷ ଟଙ୍କା ଥିବା ବ୍ୟାଗକୁ ୨ଜଣ...

ଜୀବିକାରେ ପରିବର୍ତ୍ତନ ଆଣିଛି ପୋଖରୀ ଚାଷ

ଯୋଡ଼ା,୨୦।୮(ଡି.ଏନ.ଏ.): ଟାଟା ଷ୍ଟିଲ୍‌ ଲିମିଟେଡ୍‌ ସିଏସଆର ସଂସ୍ଥା ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସ୍‌ଏଫ) କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ଚାଷୀଙ୍କ ପାଇଁ ଉନ୍ନତିମୂଳକ କାର୍ଯ୍ୟ ଚଳାଇ...

ସେବାରେ ଲାଗୁନି ୧୦୮ ଆମ୍ବୁଲାନ୍ସ

ଖୁଣ୍ଟା,୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ୧୦୮ ଆମ୍ବୁଲାନ୍ସ ଏବେ ଲୋକଙ୍କ ସେବାରେ ଲାଗି ପାରୁନି। ୨୦ ଦିନ ତଳେ ଦୁର୍ଘଟଣାଗ୍ରସ୍ତ...

ମେଡିକାଲ ପରୀକ୍ଷା: ଇ-ଟେକ୍‌ର ୧୯ ଛାତ୍ରୀଛାତ୍ର ସଫଳ

ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ...

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀ ସଂଖ୍ୟା ବୃଦ୍ଧି

ସମ୍ବଲପୁର,୧୧ା୧(ବ୍ୟୁରୋ): ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ହୋଇଥିବା ଦିନିକିଆ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ରେକର୍ଡ ସଂଖ୍ୟକ...

ଦୌଡ଼କୁଦ,ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ: ଦୁଲା, ଶୁଭଶ୍ରୀ, ଅଭି ଓ ଯମୁନା ଚାମ୍ପିୟନ

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଖ୍ରୀଷ୍ଟିଆନ୍‌ ହାଇସ୍କୁଲ ଖେଳ ପଡ଼ିଆରେ ସୋମବାର ଅପରାହ୍ନରେ ୬୫ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଦୌଡ଼କୁଦ (ଆଥ୍‌ଲେଟିକ୍ସ) ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ...

କାର୍ଯ୍ୟ ବନ୍ଦ ଡକରା ଦେଲା ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଘ

ବାରିପଦା ଅଫିସ,୨୫ା୧- ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

Advertisement
Archives

Model This Week