କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି: ପ୍ରଶାସନକୁ ସହଯୋଗ କରିବାକୁ ଦେଲେ ପରାମର୍ଶ

ଛତ୍ରପୁର, ୧୪।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ସ୍ଥିତ ଦକ୍ଷିଣାଞ୍ଚଳ ପୋଲିସ ଡ଼ିଆଇଜି ସତ୍ୟବ୍ରତ ଭୋଇ ଗୁରୁବାର ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟର ପରିଦର୍ଶନ କରିଛନ୍ତି। ସେଠାରେ ସେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ ସହ ସୁରଟ ଫେରନ୍ତା ପ୍ରବାସୀ ତଥା କ୍ୱାରାଣ୍ଟାଇନ ସେଣ୍ଟରର ଅନ୍ତେବାସୀଙ୍କ ସହ ଆଲୋଚନା କରିଥିଲେ। ଏଥିସହ ସେ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀଙ୍କୁ ସହଯୋଗ କରିବାକୁ ଅନ୍ତେବାସୀଙ୍କୁ ଡ଼ିଆଇଜି ପରାମର୍ଶ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri