କ୍ୱାରାଣ୍ଟାଇନ୍‌ ହାଉସ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: କରୋନା ଭାଇରସ୍‌ରୁ ରକ୍ଷାପାଇବା ପାଇଁ ଏବେ ଅନେକେଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଉଛି। କିନ୍ତୁ କ୍ୱାରାଣ୍ଟାଇନ୍‌ ହାଉସ୍‌ ନାଁରେ ଏବେ ଏକ ଚ୍ୟାଲେଞ୍ଜ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି। ଏକଥା ଶୁଣି ଲୋକେ ଅବଶ୍ୟ ହଠାତ୍‌ ଆଶ୍ଚର୍ଯ୍ୟ ହୋଇ ପଡୁଛନ୍ତି। କିନ୍ତୁ ପ୍ରକୃତରେ ଏହା ହେଉଛି ଏକ ପ୍ରକାରର ଅନ୍‌ଲାଇନ୍‌ ଗେମ୍‌।
ଏହି ଅନ୍‌ଲାଇନ୍‌ ଖେଳର ନାଁ ରହିଛି ‘ଚୁଜ୍‌ ଇୟୋର କ୍ୱାରାଣ୍ଟାଇନ୍‌ ହାଉସ୍‌’। ଏହି ଖେଳର ନିୟମ ଅନୁସାରେ ଜଣେ ଅନ୍ୟଜଣଙ୍କୁ ଗୋଟିଏ ଘର ନେବା ପାଇଁ ଚାଲେଞ୍ଜ କରିବ ଏବଂ କେଉଁ ଆଧାରରେ କାହା ପାଇଁ କ୍ୱାରାଣ୍ଟାଇନ୍‌ ଘର ନେବାକୁ ହେବ, ସେନେଇ ତଥ୍ୟ ରଖିବାକୁ ପଡ଼ିବ। କେବଳ ମଜା କରିବା ଉଦେଶ୍ୟରେ ଅନ୍‌ଲାଇନ୍‌ରେ ଏଭଳି ଏକ ଗେମ୍‌ ଆରମ୍ଭ ହୋଇଛି। ମଜା କଥା ହେଉଛି ଏହି ଗେମ୍‌ରେ ଏବେ ବହୁ ସେଲିବ୍ରିଟି ମଧ୍ୟ ଯୋଡ଼ି ହୋଇଛନ୍ତି। କିଏ ନିଜ ପାଇଁ ତଥା ନିଜ ସମ୍ପର୍କୀୟଙ୍କ ପାଇଁ ଅଧିକ କ୍ୱାରାଣ୍ଟାଇନ୍‌ ହାଉସ ନେବାକୁ ଚାହୁଁଛନ୍ତି ତ ପୁଣି କିଏ ରାପର୍‌ମାନଙ୍କ ପାଇଁ ଏହି ଘର ନେବାକୁ ଇଛା କରିଛନ୍ତି। ତେବେ ଲୋକଙ୍କର ମଜାଳିଆ ଉତ୍ତର ଖେଳକୁ ବେଶ୍‌ ଆନନ୍ଦଦାୟକ କରିପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୩ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କଲେ ରାଜ୍ୟ ସରକାର: ବାଲେଶ୍ୱରର ୨, ଭଦ୍ରକର ଜଣେ

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ରାଜ୍ୟ ସରକାର ଶନିବାର ସନ୍ଧ୍ୟାରେ  ଆଉ ୩ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କରିଛନ୍ତି। କିଛି ସମୟ ପୂର୍ବରୁ ୪ ଆକ୍ରାନ୍ତଙ୍କ...

ସୀମାକୁ ଲାଗିଥିବା ସବୁ ଜିଲା କରୋନା ସଂକ୍ରମିତ ହେଲେ ନିଜକୁ ବଞ୍ଚାଇ ରଖିଛି ଏହି ଜିଲା

ନାଗୁର,୪।୪:ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲକଡାଉନ ପରେ ବି ଏହି ସଂଖ୍ୟାରେ ବୃଦ୍ଧି ଘଟିଛି। ହେଲେ ରାଜସ୍ଥାନର ଏମିତି ଏକ ଜିଲା ରହିଛି...

କରୋନା ଟେଷ୍ଟ୍‌ କିଟ୍‌ ଅଧିକ ଦାମରେ କାହିଁକି କିଣାଗଲା,ସରକାର କରନ୍ତୁ ସ୍ପଷ୍ଟ: କଂଗ୍ରେସ

ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଲାଗି ର଼୍ୟାପିଡ୍‌ ଆଣ୍ଟିବଡ଼ି କିଟ୍‌ ଚାଇନାରୁ ଅଣାଯାଇଛି। ଏହାର ଦାମ ୨୪୫ ଟଙ୍କା ଥିବାବେଳେ ଆମଦାନୀକାରୀ ଭାରତରେ ଏହାକୁ...

ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି।...

ଜନ୍ମ ହେବାପରେ ଡାକ୍ତରଙ୍କ ମୁହଁରୁ ମାସ୍କ କାଢ଼ିଲା ନବଜାତ

ନୂଆଦିଲ୍ଲୀ, ୧୫।୧୦: କରୋନା ମହାମାରୀ ହେତୁ ସମସ୍ତ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ମାସ୍କ ପରିଧାନ କରିବା ସହିତ ସାମାଜିକ ଦୂରତା...

ଭାରତକୁ ମିଳିବ କରୋନା ଭ୍ୟାକସିନ୍‌!

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨୧୦ ଦେଶକୁ ବ୍ୟାପିଥିବା ବେଳେ ଏବେ ଏହା ଆମେରିକାରେ ସର୍ବାଧିକ ଲୋକଙ୍କ ଜୀବନ ନେଲାଣି। ଏହି ଭାଇରସର...

ସେବା ଓ ସ୍ବଚ୍ଛତାର ପଥେ ପଥେ

ଚାଣକ୍ୟ ତାଙ୍କ ଅର୍ଥଶାସ୍ତ୍ରରେ ଲେଖିଛନ୍ତି କୋଷ ମୂଲୋ ଦଣ୍ଡଃ । ଅର୍ଥାତ ଶାସନ ତନ୍ତ୍ର ଚଳାଇବା ପାଇଁ ଆର୍ଥିକ ସମ୍ବଳ ଅତ୍ୟାବଶ୍ୟକ । ଏହାର ସିଂହ...

ସ୍କୁଲ ଖୋଲିଲା: ପ୍ଲାଷ୍ଟିକ୍‌ ଘରେ ପାଠ ପଢ଼ିଲେ ପିଲା

ବ୍ୟାଙ୍କକ୍‌, ୨୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ ଇତିମଧ୍ୟରେ ଥାଇଲାଣ୍ଡରେ ସ୍କୁଲ ଖୋଲିଛି। ପିଲାମାନେ...

Advertisement
Archives

Model This Week