କ୍ୱାରାଣ୍ଟାଇନ ଅବଧି ସରିବା ପରେ ସ୍ବାସ୍ଥ୍ୟକର୍ମୀ ଭାବେ ଲୋକଙ୍କ ସେବା କରିବେ; ଏଥିପାଇଁ ନିଆଯାଉଛି କୋଭିଡ୍‌-୧୯ କ୍ଲାସ୍‌: ଜିଲାପାଳ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ. ): ରାଜ୍ୟ ତଥା ରାଜ୍ୟ ବାହାରୁ ଲୋକେ ଗଞ୍ଜାମ ଜ଼ିଲାକୁ ଫେରି କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଛନ୍ତି। ସେଠାରେ ପ୍ରବାସୀଙ୍କ କ୍ୱାରାଣ୍ଟାଇନ ଅବଧି ସରିବା ପରେ ସେମାନେ ଜଣେ ଜଣେ କୋଭିଡ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ହୋଇ ଲୋକଙ୍କ ସେବା କରିପାରିବେ ବୋଲି ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଟୁଇଟକରି ସୂଚନା ଦେଇଛନ୍ତି। ଏଥିପାଇଁ କ୍ୱାରାଣ୍ଟାଇନ ସେଣ୍ଟରରେ ସେମାନଙ୍କର କୋଭିଡ-୧୯ କ୍ଲାସ ନିଆଯାଉଥିବା ସେ କହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ, ସକାଳୁ ଉଠିବା ପରେ ନିତ୍ୟକର୍ମ ସାରି ବ୍ୟାୟାମ, ଯୋଗ, ତା’ପରେ ଜଳଖିଆ, କୋଭିଡ -୧୯ କ୍ଲାସ, ମଧ୍ୟାହ୍ନ ଭୋଜନ, ଚାରାରୋପଣ, ସଫେଇ କାର୍ଯ୍ୟ, ରାତ୍ରି ଭୋଜନ ଏବଂ ପରେ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା। ଏଥିସହ ସରକାରଙ୍କ ଗାଇଡ୍‌ଲାଇନ ଅନୁସାରେ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଲୋକଙ୍କୁ ଖାଦ୍ୟ ଦିଆଯାଉଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବାଲୁଖଣ୍ଡ ବନ୍ୟଜନ୍ତୁ

ପୁରୀ ଅଫିସ,୩।୩: ବନ୍ୟପ୍ରାଣୀଙ୍କ ସୁରକ୍ଷା ତଥା ଅବାଧ ବିଚରଣ ପାଇଁ ସରକାରୀ ସ୍ତରରେ ଅନେକ ପଦକ୍ଷେପ ନିଆଯାଉଛି। ଏପରିକି କେତେକ ଜଙ୍ଗଲକୁ ଅଭୟାରଣ୍ୟ ଘୋଷଣା କରାଯାଇଛି।...

CORONAVIRUS UPDATE: ରାଜ୍ୟରୁ ଆଜି ୩,୯୧୩ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ବୃଦ୍ଧି

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା...

କହୁଛନ୍ତି ନିୟନ୍ତ୍ରଣ ନାହିଁ, ଅଟକିଛି କେମିତି?

ଭୁବନେଶ୍ୱର/ନୂଆଦିଲ୍ଲୀ, ୯।୩(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଲୋକଙ୍କ ପକେଟ ଖାଲି କରିବାରେ ଲାଗିଛି। ଅନେକ ରାଜ୍ୟରେ ପୋଟ୍ରୋଲ ଲିଟର ପିଛା ୧୦୦ ଟଙ୍କାରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲାରୁ ୧୦୬,...

୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ...

ବରଗଡ଼ରେ ଆଜି ୬୯ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୭୭୬୭ରେ ପହଞ୍ଚିଲା

ବରଗଡ଼ ଅଫିସ,୧୫ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜିଲାରେ ପୁଣି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ...

ରଥଯାତ୍ରା ପାଇଁ ବ୍ୟବସ୍ଥାବଳୀ : ୩ ରଥରେ ରହିବେ ୨୧୦ ସେବକ, କର୍ମଚାରୀ

ପୁରୀ ଅଫିସ, ୨୮।୬ : ଘୋଷଯାତ୍ରାର ଆଦ୍ୟପର୍ବ ସ୍ନାନଯାତ୍ରା ଶେଷ ହୋଇଛି। ମହାପ୍ରଭୁ ଏବେ ଅଣସରରେ। ଆଗକୁ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା ଦାଏର

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣ ବିରୋଧରେ ବୁଧବାର ପୁରୀ ଓକିଲ ସଂଘ ତରଫରୁ ସିଭିଲ ଜଜ୍‌ ସିନିୟର...

Advertisement
Archives

Model This Week