Posted inକଟକ

କ୍ୱାରାଣ୍ଟାଇନ କେନ୍ଦ୍ରରେ ଯୋଗ ଶିଖାଉଛନ୍ତି ଶୁଭେନ୍ଦୁ

ଚୌଦ୍ୱାର,୨୯ା୫(ଡି.ଏନ୍‌.ଏ)-ପୌରପାଳିକା ତରଫରୁ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ପୌରପାଳିକା ୧୭ ନଂ. ୱାର୍ଡ ନୂଆସାହିର ଶୁଭେନ୍ଦୁ ସିଂ ପ୍ରତିଦିନ ପ୍ରବାସୀମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରୁଛନ୍ତି। କେନ୍ଦ୍ରରେ ଥିବା ୪୧ ଜଣ ପ୍ରବାସୀ ତାଙ୍କୁ ଅନୁସରଣ କରି ଯୋଗ କରୁଛନ୍ତି।
ସୂଚନାଯୋଗ୍ୟ, ଏହି କେନ୍ଦ୍ରରେ ଜିଲା ତଥା ରାଜ୍ୟର ୫୧ଜଣ ପ୍ରବାସୀ ରହୁଥିବାବେଳେ ବୁଧବାର ୧୦ଜଣ ପ୍ରବାସୀ ଘରକୁ ଫେରିଛନ୍ତି। ଶୁକ୍ରବାର ୧୯ଜଣ ପ୍ରବାସୀଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ନିଆଯାଇଥିବା ନିର୍ବାହୀ ଅଧିକାରୀ ପବିତ୍ର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ...

ଯୌତୁକ ଲାଗି ମୋ ଝିଅକୁ ମାରି ଟାଙ୍ଗିଦେଲେ ଜ୍ୱାଇଁ

ନିଶ୍ଚିନ୍ତକୋଇଲି, ୨୧।୨(ସ୍ବ.ପ୍ର.): ଅଧିକ ଯୌତୁକ ଦାବିରେ ବଧୂଙ୍କୁ ଶାଶୁ ଘର ଲୋକ ବିଭିନ୍ନ ନିର୍ଯାତନା ଦେବା ସହ ମାରି ଟାଙ୍ଗିଦେଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା...

କଟକରେ କ୍ରିକେଟ୍‌ କ୍ରେଜ୍‌: ସୀମା ଟପିଲା ଟିକେଟ କଳାବଜାର

କଟକ ଅଫିସ, ୨୨।୧୨: କଟକ ବାରବାଟୀ ଷ୍ଟାଡ଼ିୟମରେ ରବିବାର ଅନୁଷ୍ଠିତ ହେବ ଭାରତ-ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଅନ୍ତିମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ ମ୍ୟାଚ୍‌। ଏ ନେଇ ସହରରେ...

୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ

କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍‌ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍‌ ପୋଲିସକୁ ମିଳିଳାଣି ବିପୁଳ ପରିମାଣର...

ଏସ୍‌ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍‌

କଟକ ଅଫିସ୍‌,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ...

ଓଏଚ୍‌ଆର୍‌ସିରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୮ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ରାଜ୍ୟ ମାନବାଧିକାର କମିଶନ୍‌(ଓଏଚ୍‌ଆର୍‌ସି)ଙ୍କ ନିକଟରେ ଏକ ଜନସ୍ବାର୍ଥ ମାମଲା ସୋମବାର ଦାଏର...

କଟକ: ସନ୍ଧ୍ୟା ୭ରୁ ସକାଳ ୭ ସବୁ ବନ୍ଦ

କଟକ ଅଫିସ,୭ା୫: କଟକରେ ବୁଧବାର ଠାରୁ ଲାଗୁ ହୋଇଛି କର୍ଫ୍ୟୁ ଭଳି ପରିସ୍ଥିତି। ସନ୍ଧ୍ୟା ୭ଟା ପରେ ସାଧାରଣ ଚଳପ୍ରଚଳ ଉପରେ କଡ଼ା କଟକଣା ଲାଗିଛି।...

ନକଲି ମେଡିସିନ କାରବାର ମାମଲା: ଆଉ ୨ ଗିରଫ, ୮୦୦୦ ନକଲି ବଟିକା ଜବତ

କଟକ ଅଫିସ,୨୭ା୧୦: ନକଲି ମେଡିସିନ କାରବାର ମାମଲାରେ କଟକ ପୁରୀଘାଟ ଥାନା ପୋଲିସ ପୁଣି ୨ ଜଣଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ କ୍ୟାଲ...

Advertisement
Archives

Model This Week