କ୍ୱାରାଣ୍ଟାଇନ ସେଣ୍ଟରକୁ ବାହାରୁ ଯାଉଛି ଖାଦ୍ୟ, ଭିଡିଓ ଭାଇରାଲ

ଭଞ୍ଜନଗର,୭।୫(ଡି.ଏନ.ଏ.)- ଗଞ୍ଜାମରେ ସୁରଟ ଫେରନ୍ତା ଚିନ୍ତା ବଢାଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ କ୍ୱାରାଣ୍ଟାଇନ୍‌ରେ ଥିବା ଲୋକେ ନିୟମ ମାନୁ ନାହାନ୍ତି। ଗଞ୍ଜାମ ଜିଲା ବେଲଗୁଣ୍ଠା ଜିଟି ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ଲୋକଙ୍କୁ ସମ୍ପର୍କୀୟ ଭେଟୁଥିବାର ଭିଡ଼ିଓ ଗୁରୁବାର ଭାଇରଲ ହୋଇଛି। ନିୟମ ନ ମାନି ସମ୍ପର୍କିୟଙ୍କୁ ଭେଟିବା ଆଗକୁ ବଡ ବିପଦ ଡାକିଆଣିବ। ଭିଡ଼ିଓରେ ଜଣେ ମହିଳା ବେଲଗୁଣ୍ଠା ବଜାର ଆଡୁ ଆସି ସ୍କୁଲ ଗେଟ୍‌ ବାଟେ କିଛି ଖାଦ୍ୟ ଦେବାକୁ ଚାହିଁଥିଲେ। କିନ୍ତୁ ଗେଟ୍‌ ବାଟେ ଖାଦ୍ୟ ପୁଡିଆ ନ ଯିବାରୁ ପାଚେରୀ ଉପର ବାଟେ ଦେଇଥିଲେ। ଦ୍ୱିତୀୟ ଭିଡ଼ିଓଟିରେ ୨ଜଣ ଯୁବକ ବଜାର ଆଡୁ କିଛି ଖାଦ୍ୟ ଧରି ଆସି ଗେଟ୍‌ ନିକଟରେ ପହଞ୍ଚତ୍ବା ପରେ କେହି ପାଟି କରୁଛନ୍ତି। ସେମାନେ ପ୍ରବାସୀ ଓଡ଼ିଆ ଓ ଉକ୍ତ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିବା ଭିଡିଓରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ପାଲଲହଡ଼ା,୨୨।୮: ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri