କ୍ୱାର୍ଟର୍ସ ନ ଛାଡ଼ିଲେ ପାଣି, ବିଜୁଳି ବନ୍ଦ: ବାଚସ୍ପତି

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ନିର୍ବାଚନ ସରିବାର ଦୀର୍ଘ ମାସ ପରେ ବି ପୂର୍ବତନ ବିଧାୟକମାନେ ସରକାରୀ କ୍ୱାର୍ଟର୍ସ ଛାଡ଼ି ନାହାନ୍ତି। ତେଣୁ ତୁରନ୍ତ କ୍ୱାର୍ଟରସ ଛାଡ଼ିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପାତ୍ର ପୂର୍ବତନ ବିଧାୟକମାନଙ୍କୁ ନୋଟିସଜାରି କରିଛନ୍ତି। ତେବେ ନୋଟିସ ପରେ ଯେଉଁ ପୂର୍ବତନ ବିଧାୟକମାନେ କ୍ୱାର୍ଟର୍ସ ନ ଛାଡ଼ିବେ ଉକ୍ତ କ୍ୱାର୍ଟର୍ସକୁ ପାଣି ଓ ବିଜୁଳି ବନ୍ଦ କରିଦିଆଯିବ ବୋଲି ବାଚସ୍ପତି ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର

ମାଲକାନଗିରି,୧୩।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ...

ହୋଇପାରିଲାନି ସ୍କୁଲ ମରାମତି କାର୍ଯ୍ୟ: ବର୍ଷାରେ ଭିଜି ବାରଣ୍ଡାରେ ପଢିଲେ ଛାତ୍ରୀଛାତ୍ର

ରଣପୁର,୨୨।୬(ସ୍ବ.ପ୍ର.:ସାମୁଦ୍ରିକ ଝଡ ଫନୀ ପ୍ରଭାବରେ ନୟାଗଡ ଜିଲାର ରଣପୁର ବ୍ଲକ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଗତ ମେ ୩ତାରିଖରେ ସଂଘଟିତ ହୋଇଥିବା ବାତ୍ୟାକୁ ଏ ମଧ୍ୟରେ...

ବି.କେ. ଆର୍ଟ କଲେଜରେ ମିଳିତ ମୁଦ୍ରଣ କଳା ପ୍ରଦର୍ଶନୀ: ଛାତ୍ରାବାସ ମରାମତି ପାଇଁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ଚିତ୍ରକଳା, କାରୁକଳା ଓ ଭାସ୍କର୍ଯ୍ୟକୁ ବିଶ୍ୱବିଦିତ କରିବା ପାଇଁ ରାଜ୍ୟର ଚାରୁ ଓ କାରୁକଳା ଛାତ୍ରୀଛାତ୍ରମାନେ ପ୍ରୟାସ କରିବା...

ଦୁର୍ଘଟଣାରେ ନାବାଳକଙ୍କ ଜୀବନ ଗଲା

ବାସୁଦେବପୁର, ୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର କଇଥଖୋଲା ନିକଟ ସିଙ୍ଗାପୁର ଛକଠାରେ ବୁଧବାର ମଧ୍ୟାହ୍ନରେ ଏକ ବାଇକ୍‌ ଧକ୍କାରେ ଅଶୋକ କୁମାର କର ନାମକ...

ପ୍ରକାଶ ପାଇଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପୌର ନିର୍ବାଚନ ନେଇ ମ୍ୟୁନିସିପାଲିଟି ଓ ଏନଏସିର ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମହିଳାଙ୍କ ପାଇଁ ୫୦ ପ୍ରତିଶତରୁ ଅଧିକ ଆସନ...

ରାଜ୍ୟରେ ୫୪ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ଶନିବାର ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ...

ଆଜି ୫ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ଆଜି ରାଜ୍ୟର ଅନେକ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ,...

ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍‌

ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ...

Advertisement
Archives

Model This Week