ଖଜୁରିପଡାରେ କାଳବୈଶାଖୀ ତାଣ୍ଡବ

ଖଜୁରିପଡ଼ା/ବଲସକୁମ୍ପା,୧୬ା୫(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦୂତିପଡା ଓ ବଲସକୁମ୍ପା ପଞ୍ଚାୟତରେ ବାରପୁଲିୟା ଠାରୁ ପାକନା ଗାଁ କୁ ସଂଯୋଗ କରୁଥିବା ପ୍ରଧାନ ମନ୍ତ୍ରୀ ରାସ୍ତାର ବିଭିନ୍ନ ସ୍ଥାନରେ ଡାଳ ଭାଙ୍ଗି ପଡିରହିଥିବା ବେଳେ ଡଲାବାଲି ଠାରେ ବିରାଟ କାୟ ଗଛ ରାସ୍ତା ଉପରେ ପଡ଼ି ଯାତାୟାତ ବନ୍ଦ ରହିଛି। ଅଭିମନ୍ୟୁ ପ୍ରଧାନ, ଜଗଦୀଶ ଦେହୁରୀ, ରାମଚନ୍ଦ୍ର କହଁର ଏବଂ ସୁରେନ୍ଦ୍ର ଦିଗାଲଙ୍କ ଘର ଛପର ଉଡ଼ି ଯାଇଥିବାବେଳେ ଜହ୍ନି, ଲାଉ, କଲରା ଓ ଅମୃତ ଭଣ୍ଡା ଚାଷ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। କ୍ଷୟକ୍ଷତି ଆକଳନ କରି ସହାୟତା ଯୋଗାଇଦେବାକୁ ସ୍ଥାନୀୟ ଲୋକେ ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସ୍ଥାନରେ ବାଇକ୍‌ ଦୁର୍ଘଟଣା, ୫ ଆହତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଗୁମାନସିଂ ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ପ୍ରଧାନ,ନଇମୀ ନାୟକ,...

ଦିବ୍ୟାଙ୍ଗ ପ୍ରମାଣପତ୍ର ଥାଇ ମିଳୁନି ସୁବିଧା

ଫିରିଙ୍ଗିଆ,୧୧ା୯: ଫିରିଙ୍ଗିଆ ବ୍ଲକ ଡିମିରିଗୁଡା ପଞ୍ଚାୟତ ପିଡିଆଗୁଡା ଗ୍ରାମର ଶଙ୍କର ବଗାର (୩୫)ଙ୍କ ଗୋଡ ଅଚଳ ା ଏଥିପାଇଁ ତାଙ୍କୁ ମିଳିଛି ଦିବ୍ୟାଙ୍ଗ ପ୍ରମାଣପତ୍ର। ହେଲେ...

ବଡ଼ଦିନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ୍‌.ଏ.): ବଡ଼ଦିନକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ପାଇଁ...

ଶୀତରେ ଥରୁଛି ଜି.ଉଦୟଗିରି, ତାପମାତ୍ରା ରହିଛି…

ଜି.ଉଦୟଗିରି,୨୩ା୧୨(ଡି.ଏନ୍‌.ଏ.): ଜି.ଉଦୟଗିରି ସହରରେ ଏକ ସପ୍ତାହ ହେବ ଶୀତର ଲହରି ଜାରିରହିଛି। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସୋମବାର ୫...

ଲଗାଣ ବର୍ଷାରେ ଭାଙ୍ଗିଲା ଘର, କାନ୍ଥ ପଡ଼ି ୨ ଗାଈ ମୃତ

ଦାରିଙ୍ଗବାଡ଼ି,୧୧ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ରବିବାର ଭ୍ରମରବାଡ଼ି ପଞ୍ଚାୟତ ପୁଡ଼ିରାଜଲା ଗ୍ରାମରେ ଏକ ଘର ଭାଙ୍ଗିଯିବାରୁ କାନ୍ଥ...

ପୁଅ ଉପରେ ଏସିଡ୍‌ ଢାଳିଲେ ବାପା

ଶଙ୍କରାଖୋଲ,୨୩ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା କଇଁଝର ପଞ୍ଚାୟତ କୁଟିଗଡ ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସାନପୁଅ...

ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଚାଲିଛି ଗଛକଟା

ଦାରିଙ୍ଗବାଡ଼ି,୨୪।୮(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଗରମ ବୃଦ୍ଧି ପାଇବା ସହ ଅସ୍ବାଭାବକି ଭାବେ ପାଣିପାଗର ପରିବର୍ତ୍ତନ ହେଉଛି। ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି...

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡା,୨୦ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଖମନଖୋଲ ଛକ ଓ ଅନ୍ୟ କେତେକ ସ୍ଥାନରେ ଶନିବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ଏଥିରେ ପୋଲିସ ପ୍ରଶାସନ...

Advertisement
Archives

Model This Week