Posted inଜାତୀୟ

ଖଟ୍ଟର ବିଧାୟକ ଦଳ ନେତା ନିର୍ବାଚିତ: ଦୀପାବଳିରେ ନେଇ ପାରନ୍ତି ଶପଥ

ଚଣ୍ଡିଗଡ଼,୨୬।୧୦: ହରିୟାଣାର ରାଜନୈତିକ ସ୍ଥିତି ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ଭାଜପା ନବନିର୍ବାଚିତ ବିଧାୟକଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟରଙ୍କୁ ନେତା ଭାବେ ନିର୍ବାଚିତ କରାଯାଇଛି। ଶନିବାର ଚଣ୍ଡିଗଡ଼ରେ ଭାଜପା ନିବନିର୍ବାଚିତ ବିଧାୟକଙ୍କ ବୈଠକରେ ଏହା ସମ୍ପନ୍ନ ହୋଇଛି। ରାଜ୍ୟପାଳ ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇବା ପରେ ଖଟ୍ଟର ଦୀପାବଳିରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଚର୍ଚ୍ଚା ହେଉଛି। ଭାଜପା-ଜେଜେପି ରାଜନୈତିକ ରଣନୀତି ଅନୁସାରେ ଭାଜପା ମୁଖ୍ୟମନ୍ତ୍ରୀ ଡୋର ଧରିବା ବେଳେ ଜେଜେପିକୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯିବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri