ଖଡଗ୍‌ପୁର ରେଳଷ୍ଟେଶନରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

ଜଳେଶ୍ୱର,୨୮।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଶନିବାର ଭୋର ସମୟରେ ଖଡଗ୍‌ପୁର ରେଳଷ୍ଟେଶନରୁ ରେଳବାଇ ପୋଲିସ ଗିରଫ କରିଛି। ସେ ହେଲେ ଜଳେଶ୍ବର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ଶେଖ୍‌ ରଫିବୁଲ। ସେ ୩୦୦ ଗ୍ରାମର ବ୍ରାଉନସୁଗାର ନେଇ ଜଳେଶ୍ବର ଅଭିମୁଖେ ଆସୁଥିବା ବେଳେ ପୋଲିସ ହାତରେ ଧରାପଡ଼ିଥିଲେ। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri