ଖଣିଆ ପୋଲ ନିମ୍ନମାନର ଅଭିଯୋଗ: ତଦନ୍ତ କଲେ ଏସ୍‌କ୍ୟୁଏମ୍‌

ଖଇରା, ୩୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ତୁଡିଗଡିଆ -ଡଗରପଡା ଆରଡି ରାସ୍ତାର ଖଣିଆ ନିକଟରେ ପୋଲ ନିମ୍ନମାନର ହୋଇଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ରାଜ୍ୟ ମାନ ଯାଞ୍ଚ(ଷ୍ଟେଟ କ୍ୱାଲିଟି ମନିଟର) ଅଧିକାରୀଙ୍କ ଦ୍ୱାରା ଶୁକ୍ରବାର ତଦନ୍ତ କରାଯାଇଛି। ଅଧିକାରୀ ରମାକାନ୍ତ ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ପୋଲ ନିକଟକୁ ଯାଇ ସମ୍ପୂର୍ଣ୍ଣ ହୋଇଥିବା କାର୍ଯ୍ୟର ମାନ ପରୀକ୍ଷା କରିଥିଲେ। ତଦନ୍ତ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠଯନ୍ତ୍ରୀ ସପନ ଜେନାଙ୍କ ସମେତ ମାର୍କୋଣା ଡିଭିଜନର କର୍ମଚାରୀମାନେ ଉପସ୍ଥିତ ଥିଲେ ା ଅଧିକାରୀଙ୍କ ନିକଟରେ ସ୍ଥାନୀୟ ଗ୍ରାମବାସୀ ଠିକାଦାରଙ୍କ ଦ୍ୱାରା ହୋଇଥିବା ନିମ୍ନମାନର କାର୍ଯ୍ୟ ସମ୍ପର୍କରେ ପୁନର୍ବାର ଅଭିଯୋଗ କରିଥିଲେ ା
ଉଲ୍ଲେଖଯୋଗ୍ୟ, ଏହି ସ୍ଥାନରେ ଥିବା ପୁରୁଣା ପୋଲକୁ ଭାଙ୍ଗି ନୂତନ ପୋଲ ନିର୍ମାଣ ପାଇଁ ଆନୁମାନିକ ୫୨ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ହେଲେ ଠିକାଦାର ନୂଆ ପୋଲ କରିବା ବଦଳରେ ପୁରୁଣା ପୋଲକୁ ସମ୍ପ୍ରସାରଣ କରି ଅର୍ଥ ହରିଲୁଟ ପାଇଁ ଉଦ୍ୟମ କରିଥିଲେ। ଏଭଳି କାର୍ଯ୍ୟ ପ୍ରତିବାଦରେ ଏପ୍ରିଲ ୫ତାରିଖରେ ଡାଲଙ୍ଗ, ଖଣିଆ, ଜଳଦା ଆଦି ଗ୍ରାମର ଅଧିବାସୀମାନେ କାର୍ଯ୍ୟକୁ ବନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭସାଣ ଉତ୍ସବ ମନା, କେବଳ ବିସର୍ଜନ

କଟକ ଅଫିସ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ...

ପୋଲିଂ ବୁଥ୍‌କୁ ଗଲେ ଅଧିକାରୀ, କର୍ମଚାରୀ

ବାଲେଶ୍ୱର ଅଫିସ, ୨୮।୪-ରାଜ୍ୟର ୧୬ତମ ବିଧାନସଭା ନିର୍ବାଚନ ୨୦୧୯ର ଚତୁର୍ଥ ପର୍ଯ୍ୟାୟରେ ବାଲେଶ୍ୱର ଜିଲାରେ ୨୯ତାରିଖରେ ଅନୁଷ୍ଠିତ ହେବ। ଜିଲାର ୧୨ଟି ବ୍ଲକରେ ୧୮୮୭ଟି ପୋଲିଂ...

ଓସିଏସ୍‌ ପରୀକ୍ଷାରେ ସତ୍ୟଜିତ୍‌ଙ୍କ ସଫଳତା

କେନ୍ଦୁଝର,୮ା୧୦(ସ୍ବ.ପ୍ର.): କେନ୍ଦୁଝର ସହରର ମାଇନିଂ ରୋଡ୍‌ସ୍ଥିତ ସତ୍ୟଜିତ୍‌ ପଟ୍ଟନାୟକ ୧୩୦ ର଼୍ୟାଙ୍କ ରଖି ଚଳିତ ବର୍ଷ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ...

ପଠାଣି ସାମନ୍ତ ଥିଲେ ଅସାଧାରଣ ପ୍ରତିଭାର ଅଧିକାରୀ

ଖଣ୍ଡପଡା,୨୦।୧୨(ସ୍ବ.ପ୍ର.)-ଓଡିଶା ସାହିତ୍ୟ ଏକାଡେମୀ ଓ ପଠାଣି ସାମନ୍ତ ମେମୋରିଆଲ ପରିଷଦର ମିଳିତ ଆନୁକୂଲ୍ୟରେ ଗୁରୁବାର ଖଣ୍ଡପଡା ସାଇ ବୃନ୍ଦାବନ ସେବାଧାମ ପରିସରରେ ବିଶ୍ୱ ବରେଣ୍ୟ ଜ୍ୟୋତିର୍ବିଦ୍‌...

ପରିବାର ନିର୍ବାକ୍‌, ଗେଙ୍ଗୁଟିଆ ନିଃଶବ୍ଦ

ଢେଙ୍କାନାଳ ଅଫିସ, ୨୩|୧: ବାଲିଘାଟ ବିବାଦରୁ ଅକାଳରେ ଝଡ଼ିଗଲା ଜୀବନ। ବାପାଙ୍କ ଆଖି ଆଗରେ ଦୁର୍ବୃତ୍ତମାନେ ଅତି ନିର୍ମମ ଭାବେ ଟ୍ରାକ୍ଟର ଚଢ଼ାଇ ମାରିଦେଲେ ୩୫ ବର୍ଷର...

ଭଦ୍ରକ ଜିଲାର ତିନି ପଞ୍ଚାୟତରୁ ହଟିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ, ୧୩।୫: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଜିଲାର ବିଭିନ୍ନ ପଞ୍ଚାୟତରେ କଣ୍ଟେନମେଣ୍ଟ କଟକଣା ଜାରି କରାଯାଇଥିଲା। ତେବେ ୩ଟି...

ଖବର ପ୍ରକାଶ ପାଇବା ପରେ ଦୃଷ୍ଟି ପଡ଼ିଲା; ସୌଭାଗ୍ୟ ପଡ଼ାରେ ଖୋଳା ହେଲା ନଳକୂପ

କୋକସରା,୨୨।୪(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ ପୋଡାଗୁଡା ପଞ୍ଚାୟତର ୱାର୍ଡ ନଂ-୧୨ରେ ଥିବା ସୋଭାଗ୍ୟ ପଡ଼ାରେ ନଳକୂପଟିଏ ନ ଥିବା ରୁ ବର୍ଷ ତମାମ...

ଜନ୍ମମାଟିରେ ଜଳିଲା ଯବାନ ରାଣାପ୍ରତାପଙ୍କ ଜୁଇ

ଅନୁଗୋଳ ଅଫିସ,୧୧ା୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବୀର ଯବାନ ରାଣାପ୍ରତାପ ଦାସଙ୍କ ଜୁଇ ତାଙ୍କ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁରେ ଜଳିଛି। ରାଷ୍ଟ୍ରୀୟ...

Advertisement
Archives

Model This Week