Advertisement

ଖଣିଜ କ୍ଷେତ୍ରରେ ନିବେଶ ଆକୃଷ୍ଟ ଲକ୍ଷ୍ୟ

ନୂଆଦିଲ୍ଲୀ,୧୭।୫-ଦେଶର ଖଣିଜ ଉତ୍ତୋଳନ କ୍ଷେତ୍ରରେ ଏଫ୍‌ଡିଆଇ ଆକୃଷ୍ଟ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି କ୍ଷେତ୍ରରେ ଅଭିବୃଦ୍ଧି ଏବଂ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ଷ୍ଟେଟ ଅଫ୍‌ ଆର୍ଟ ଟୋକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦିଆଯାଇଛି। ନିରନ୍ତର ଉତ୍ତୋଳନ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ମୁକ୍ତ ଏବଂ ସ୍ବଚ୍ଛ ନିଲାମ ପ୍ରକ୍ରିୟାରେ ୫୦୦ ଖଣିଜ ବ୍ଲକ ନିଲାମ କରିବାକୁ ଯୋଜନା ରଖାଯାଇଛି। ଏହି ଯୋଜନା ଅନ୍ତର୍ଗତ ବକ୍ସାଇଟ ଏବଂ ଖୋଇଲା ଖଣି ମିଳିତ ଭାବେ ନିଲାମ ହୋଇ ପାରିବ। ଉକ୍ତ ନିଷ୍ପତ୍ତି ଦ୍ୱାରା ଆଲୁମିନିୟମ ଶିଳ୍ପରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେବା ସହ ବିଦ୍ୟୁତ୍‌ ଖର୍ଚ୍ଚ କମିବା ଦିଗରେ ଯୋଗଦାନ ରଖିବ। ଖଣି କ୍ଷେତ୍ରରେ ସଂସ୍କାର ଦ୍ୱାରା କ୍ୟାପ୍ଟିଭ ଏବଂ ଅଣ କ୍ୟାପ୍ଟିଭ ଖଣି ମଧ୍ୟରେ ରହିଥିବା ପାର୍ଥକ୍ୟ ଦୂର ହେବ। ଖଣି ଏବଂ ଉତ୍ପାଦନ କ୍ଷେତ୍ରରେ ଦକ୍ଷତା ଲାଗି ବ୍ୟବହାର ହୋଇପାରୁ ନ ଥିବା ବଳକା ଖଣିଜକୁ ବିକ୍ରି ପାଇଁ ପଦକ୍ଷେପ ନିଆଯିବ। ଖଣି ଲିଜ୍‌କୁ ମଧ୍ୟ ଟ୍ରାନ୍ସଫର କରାଯାଇପାରିବ। ବିଭିନ୍ନ ଖଣିଜ ଲାଗି ଖଣି ମନ୍ତ୍ରଣାଳୟ ବର୍ତ୍ତମାନ ମିନେରାଲ ଇଣ୍ଡେକ୍ସ ପ୍ରସ୍ତୁତ କରୁଛି। ମାଇନିଂ ଲିଜ୍‌ ପ୍ରଦାନ କ୍ଷେତ୍ରରେ ଦେବାକୁ ପଡୁଥିବା ଷ୍ଟାମ୍ପ ଡ୍ୟୁଟି କ୍ଷେତ୍ରରେ ମଧ୍ୟ ହ୍ରାସ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପୋଜିଶନ ସ୍କିମ୍‌ ଚୟନ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କ୍ଷୁଦ୍ର ବ୍ୟବସାୟୀଙ୍କୁ ଆଶ୍ୱସ୍ତ କରିବାକୁ ଯାଇ ଜିଏସ୍‌ଟି କାଉନସିଲ୍‌ କମ୍ପୋଜିଶନ ସ୍କିମ୍‌କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ...

ଟିଏମ୍‌ସି ସହ ହିରୋର ଦ୍ୱିପାକ୍ଷିକ ସହଭାଗିତା

ନୂଆଦିଲ୍ଲୀ,୨୮।୧୦:ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ‘ହିରୋ ମୋଟୋକର୍ପ’ ଖୁବ୍‌ଶୀଘ୍ର ଫିଲିପାଇନ୍ସ ବଜାରରେ ମଧ୍ୟ ତା’ର ଉପସ୍ଥିତି ଜାହିର କରିବାକୁ ଯାଉଛି। କାରଣ କଲମ୍ବିଆନ ଗ୍ରୁପ୍‌...

ପ୍ରଥମ ୨ ମାସରେ ବିତ୍ତୀୟ ନିଅଣ୍ଟ ୫୨% ଛୁଇଁଲା

ନୂଆଦିଲ୍ଲୀ,୨୯-୬: କେନ୍ଦ୍ର ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ୨ ମାସରେ ବଜେଟ ଅନୁମାନର ୫୨%ରେ ପହଞ୍ଚତ୍ୟାଇଛି। ମହାଲେଖା ନିୟନ୍ତ୍ରକ(ସିଜିଏ) ଦ୍ୱାରା...

ମାନ୍ଦାବସ୍ଥା ସତ୍ତ୍ୱେ କମିନି ଏଫ୍‌ପିଆଇ ନିବେଶ

ନୂଆଦିଲ୍ଲୀ,୨୩-୧୨: ଦେଶରେ ମାନ୍ଦାବସ୍ଥା ଲାଗି ରହିବା ସତ୍ତ୍ୱେ ଶେୟାର ବଜାର ଉପରେ ବିଦେଶୀ ପୁଞ୍ଜି ନିବେଶକ(ଏଫ୍‌ପିଆଇ)ଙ୍କ ଭରସା ତୁଟିନି। ୨୦୧୯ରେ ବିଦେଶୀ ପୁଞ୍ଜି ନିବେଶକମାନେ ଶେୟାର...

ପାର୍ବଣରେ ବଢିବ ଗାଡି ବିକ୍ରି

ନୂଆଦିଲ୍ଲୀ,୯।୮: ଚଳିତ ବର୍ଷର ପାର୍ବଣକୁ ଆଖି ଆଗରେ ରଖି ଦେଶର ପ୍ରମୁଖ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ସେମାନଙ୍କର ନୂଆ ନୂଆ ମଡେଲ୍‌ର ଉନ୍ମୋଚନ କରାଉଛନ୍ତି। ଫଳରେ ଆଗାମୀ...

କମିବ ପେଟ୍ରୋଲ-ଡିଜେଲ ଦାମ !

ନୂଆଦିଲ୍ଲୀ,୨।୩: ଦେଶରେ ପେଟ୍ରୋଲ-ଡିଜେଲ ଦାମ ଦିନକୁ ଦିନ ବୃଦ୍ଧି ପାଉଥିବାର ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଏହାର ପ୍ରଭାବ ପଡ଼ିଛି। ବିଭିନ୍ନ ସମାଗ୍ରୀର ମୂଲ ବୃଦ୍ଧି...

ପାକିସ୍ତାନରୁ ଆମଦାନୀ ୯୨% ହ୍ରାସ

ନୂଆଦିଲ୍ଲୀ,୧୦-୬: ଚଳିତବର୍ଷ ମାର୍ଚ୍ଚ ମାସରେ ଦେଶ ମଧ୍ୟକୁ ପାକିସ୍ତାନରୁ ଆମଦାନୀ ୯୨% ହ୍ରାସ ଘଟି ୨.୮୪ ନିୟୁତ ରହିଛି। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ...

କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ମାନିତ କଲା ଖିମ୍‌ଜୀ

ଭୁବନେଶ୍ୱର,୫।୮: ବର୍ତ୍ତମାନ ଲୋକଙ୍କୁ ସୁରକ୍ଷିତ ରଖିବା ଲାଗି କୋଭିଡ୍‌ ଯୋଦ୍ଧାମାନେ ନିରନ୍ତର ଯୋଗଦାନ ରଖି ଆସୁଛନ୍ତି। ଏହି ଯୋଦ୍ଧାଙ୍କ କାର୍ଯ୍ୟକୁ ଖିମ୍‌ଜୀ ଗ୍ରୁପ୍‌ର ପ୍ରମୁଖ ଜୁଏଲେରି...

Advertisement
Archives

Model This Week