ଖଣ୍ଡଗିରି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପରେ ଭୁବନେଶ୍ୱରରେ ଲଜ୍ଜା। ଖଣ୍ଡଗିରି ଥାନାଞ୍ଚଳରେ ଜଣେ ଯୁବତୀଙ୍କୁ ହୋଇଛି ବଳାତ୍କାର। ଗୁରୁତର ଅବସ୍ଥାରେ ପୀଡିତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରିବାର ଲୋକେ ଏନେଇ ଅଭିଯୋଗ କରିବା ପରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି। ସୂଚନା ମୁତାବକ, ଯୁବକଙ୍କ ଘର ଜଗତ୍‌ସିଂହପୁର ଜିଲାରେ ହୋଇଥିବାବେଳେ ସେ ଖଣ୍ଡଗିରି ଅଞ୍ଚଳର ଅନ୍ୟଏକ ଘରୋଇ ହସ୍ପିଟାଲରେ କାର୍ଯ୍ୟ କରନ୍ତି। ପୀଡିତା ଜଣକ ମଧ୍ୟ ଉକ୍ତ ହସ୍ପିଟାଲର କର୍ମଚାରୀ ଅଟନ୍ତି। ଉଭୟଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଥିଲା। ମଙ୍ଗଳବାର ଯୁବତୀ ଜଣକ ଘରକୁ ଫେରୁଥିବାବେଳେ ଯୁବକ ଜଣକ ତାଙ୍କୁ ଡାକିନେଇ ବଳାତ୍କାର କରିଥିଲେ। ପ୍ରଚୁର ରକ୍ତସ୍ରାବ ହେବାରୁ ଅଭିଯୁକ୍ତ ଯୁବକ କାର୍ଯ୍ୟ କରୁଥିବା ହସ୍ପିଟାଲକୁ ନେଇଥିଲେ। ପୀଡିତାଙ୍କ ଅବସ୍ଥା ଦେଖି ଡାକ୍ତରୀ ଟିମ୍‌ ପକ୍ଷରୁ ପୋଲିସ ଓ ତାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ପୋଲିସ ଉଭୟଙ୍କର ଡାକ୍ତରୀମାଇନା କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri