ଖଣ୍ଡାଧାରରେ ବୁଡ଼ି ଯୁବକଙ୍କ ଜୀବନ ଗଲା

କେନ୍ଦୁଝର,୭ା୬(ସ୍ବ.ପ୍ର./ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ଖଣ୍ଡାଧାର ଜଳ ପ୍ରପାତରେ ବୁଡ଼ି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସୌରଭ ମିଶ୍ର। ତାଙ୍କ ଘର କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଚର୍ଚ୍ଚ ଛକ ଅଞ୍ଚଳରେ। କେତେଜଣ ସାଙ୍ଗଙ୍କ ସହିତ ପୂର୍ବାହ୍ନରେ ସେ ଖଣ୍ଡାଧାର ବୁଲିବାକୁ ଯାଇଥିଲେ। ସେଠାରେ ଗାଧୋଇବା ବେଳେ ଗୋଡ଼ ଖସି ଯିବାରୁ ପାଣିରେ ବୁଡ଼ି ଯାଇଥିଲେ। ଦମକଳ ବାହିନୀ ପହଞ୍ଚି ଉଦ୍ଧାର କରିଥିଲେ ହେଁ ତାଙ୍କର ମୃତ୍ୟୁ ହୋଇଥିଲା। ନୟାକଟ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପରିବାରର ୪ ସଦସ୍ୟ

ବ୍ରହ୍ମପୁର ଅଫିସ,୮ା୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱରରେ ଅଧିକ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ...

ସ୍ମାଟ କ୍ଲାସରେ ଚାଲିଲା ପୁଷ୍ପା ଭିଡିଓ

ଭୁବନେଶ୍ୱର,୨।୫(ବ୍ୟୁରୋ): ଆଧୁନିକ ପଦ୍ଧତିରେ ପାଠ ପଢ଼ା ପାଇଁ ରାଜ୍ୟ ସରକାର ସ୍କୁଲରେ ସ୍ମାଟ କ୍ଲାସର ବ୍ୟବସ୍ଥା କରିଛନ୍ତି। ସ୍ମାଟ କ୍ଲାସରେ ରହିଛି ଟିଭି ଭଳି ଅତ୍ୟଧୁନିକ...

ବିନା ଭକ୍ତରେ ହେବ ରଥଯାତ୍ରା

ବାଲିଗୁଡା,୧୬ା୬(ଡି.ଏନ୍‌.ଏ.)- ବାଲିଗୁଡାରେ ରଥଯାତ୍ରା ପାଳନ ପାଇଁ ସ୍ଥାନୀୟ ଉପଜିଲାପାଳ ଦେବେନ୍ଦ୍ର କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ବାଲିଗୁଡ଼ା...

କରୋନାରେ ଆଖିବୁଜିଲେ ଯୁବକ

ହିନ୍ଦୋଳ,୧୯।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ୪ନଂ ୱାର୍ଡ ନୂଆପାଣିସାହି ଗ୍ରାମର ଜଣେ ଯୁବକଙ୍କ କରୋନାରେ ମୃତ୍ୟୁ ଘଟିଛି। ସେହେଲେ ଜିତେନ୍ଦ୍ର ପଟ୍ଟନାୟକ (୩୫)। ସେ...

ଗୁଣି ସନ୍ଦେହରେ ଗଡୁଛି ନିରୀହ ଜୀବନ: ୧୫ ମୃତ, ୨୩ ଗୁରୁତର ଆହତ

କେନ୍ଦୁଝର, ୨୫ା୮ (ସ୍ବ.ପ୍ର.)-ରାଜ୍ୟରେ ଗୁଣିଗାରେଡି ଓ ଡାହାଣୀ ସନ୍ଦେହରେ ହତ୍ୟା ରୋକିବା ପାଇଁ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ...

ପ୍ରତିବର୍ଷ ହାତୀ ଭାଙ୍ଗୁଛି ଘର, ମିଳୁନି କ୍ଷତିପୂରଣ

ଯୋଡା/ଚମ୍ପୁଆ,୨୪।୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ ଅନ୍ତର୍ଗତ କୋଦଗାଡିଆ ଗ୍ରାମରେ ମଙ୍ଗଳବାର ରାତି ସାଢେ ୮ଟାରେ ହାତୀପଲ ଆସି ଉପଦ୍ରବ କରି ୪ ଘର ଭାଙ୍ଗିଛନ୍ତି।...

ଚଳନ୍ତା ବସ୍‌କୁ ଅଟକାଇ ଲୁଟ୍‌: କଣ୍ଡକ୍ଟର, ଡ୍ରାଇଭର ସମେତ ଯାତ୍ରୀଙ୍କୁ ଆକ୍ରମଣ

ଡେଲାଙ୍ଗ,୧୮।୯(ଡି.ଏନ.ଏ): ଡେଲାଙ୍ଗ ଥାନା ଅଞ୍ଚଳ ଅରିସଲ ଛକ ଓ ଖେଲାଉର ଛକ ମଧ୍ୟରେ ଥିବା ନିଛାଟିଆ ସ୍ଥାନରେ ଶନିବାର ରାତିରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ...

ରେଗୁଲାର ହେଲେ ୧୧୩ ଗ୍ରାମ୍ୟ କୃଷି କର୍ମଚାରୀ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ୧୧୩ ଜଣ ଗ୍ରାମ୍ୟ କର୍ମଚାରୀ ନିୟମିତ (ରେଗୁଲାର) ହେଲେ। ଏ ନେଇ ଜିଲା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ...

Advertisement
Archives

Model This Week