ଖନ୍ତାପଡାରେ ଦେଶୀ ମଦର ଅବାଧ କାରବାର

ବାହାନଗା, ୪ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡା ଅଞ୍ଚଳରେ ଚୋରା ଦେଶୀମଦ କାରବାର ବଢିଚାଲିଛି। ଚିତ୍ତାପଦା ଛକରେ ଏକ ପରିତ୍ୟକ୍ତ ଘରୁ ସୋର ଅବକାରୀ ବିଭାଗ ଅଧିକାରୀ ଚଢାଉ କରି ୧ହଜାର ୮ଶହ ଲିଟର ଚୋରା ଦେଶୀମଦ ଜବତ କରିଛି ା
ଲକ୍‌ଡାଉନ୍‌ ସମୟରେ ମଦ ବିକ୍ରି ଉପରେ ନିଷେଧାଦେଶ ଜାରି କରାଯାଇଛି। ଚୋରାରେ ଦେଶୀ ମଦ ବିକ୍ରି ହେଉଥିବା ନେଇ ଲୋକେ ବାରମ୍ବାର ଅଭିଯୋଗ କରିଆସୁଥିଲେ। ଶନିବାର ରାତିରେ ସୋର ଅବକାରୀ ବିଭାଗ ଅଧିକାରୀ କୁଳମଣି ସାହୁ ସଦଳବଳେ ଚଢାଉ କରି ପରିତ୍ୟକ୍ତ ଘର ଭିତରୁ ୧ହଜାର ୮ଶହ ଳିଟର ଦେଶୀ ମଦ ଜବତ କରିଛନ୍ତି। ଏନେଇ ସୋର ଅବକାରୀ ବିଭାଗ ଥାନାରେ ଏକ ମାମଲା (ନଂ.୬/୨୦୨୦) ରୁଜୁ କରାଯାଇଛି ା ପରିତ୍ୟକ୍ତ ଘର କାହାର ଏ ପର୍ଯ୍ୟନ୍ତ ଜଣାପଡିନାହିଁ ା ଚଢାଉ ବେଳେ କାହାକୁ ଗିରଫ କରାଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାଗପୁରରେ ଓଡ଼ିଆ ଯବାନଙ୍କ ଆତ୍ମହତ୍ୟା: ତଦନ୍ତ ଦାବି କଲେ ପରିବାର ଲୋକେ

ବାଲିଆପାଳ, ୭।୨(ସ୍ବ.ପ୍ର.)-ନାଗପୁରରେ ସୈନ୍ୟ ବିଭାଗରେ ତାଲିମ ନେଉଥିବା ବସ୍ତା ବ୍ଲକ ବେଗୁନିଆ ଗ୍ରାମର ରାମଚନ୍ଦ୍ର ନାମକ ଯବାନ ଗଛରେ ଫାଶୀ ଲଗାଇ ଆମତ୍ହତ୍ୟା କରିଛନ୍ତ। ତାଙ୍କ...

ଆଶ୍ରୟ ଆଳରେ ଆଶ୍ରମରୁ ୬୦ ହଜାର ଟଙ୍କାରେ ନାବାଳିକା ବିକ୍ରି: ପ୍ରତାରଣା ଦେଇ ଖସି ପଳାଇଲେ ସ୍ବାମୀ

ବରଗଡ଼ ଅଫିସ୍‌,୩।୭: ବରଗଡ଼ ଜିଲାର ଏକ ଆଶ୍ରମରେ ଜଣେ ଅସହାୟା ନାବାଳିକାଙ୍କୁ ଆଶ୍ରୟ ଦେବା ଆଳରେ ତାଙ୍କୁ ୬୦ହଜାର ଟଙ୍କାରେ ବିକିଦେବା ଏବଂ ପରେ ନାବାଳିକାଙ୍କୁ...

ବିହନ, ବର୍ଷା ପରେ ସାର ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୮:୨୦୨୧ ଅର୍ଥନୈତିକ ସର୍ଭେରେ ରାଜ୍ୟର ୨୯ତମ ଖରିଫ ଧାନ ଉପତ୍ାଦନକାରୀ ଭାବେ କେନ୍ଦ୍ରାପଡ଼ା ଜିଲା ଅଛି। ଜଳ ପରିଚାଳନା ଏହାର ମୁଖ୍ୟ କାରଣ...

ଠେଙ୍ଗାପାଳି କରି ଚୋର ଜଗୁଛନ୍ତି ଗ୍ରାମବାସୀ

ବୋଲଗଡ଼,୯।୧୦(ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲା ବୋଲଗଡ଼ ଏବଂ ବେଗୁନିଆ ଥାନା ଅଞ୍ଚଳରେ ଚୋରି ବୃଦ୍ଧି ପାଇବାରେ ଲାଗିଛି। ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ଧଳାପଥର ଫାଣ୍ଡି...

କାର୍ଯ୍ୟକ୍ଷମ ହେଉନି ବ୍ରହ୍ମବରଦା ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର

ବ୍ରହ୍ମବରଦା,୨୫ା୫(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ତଥା କୁଆଖିଆ ବିଦ୍ୟୁତ୍‌ ଉପଖଣ୍ଡ ଅଧୀନ ବ୍ରହ୍ମବରଦାଠାରେ ନବନିର୍ମିତ ବିଦ୍ୟୁତ୍‌ ଷ୍ଟକ୍‌ଚର ଅଚଳ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ଅଞ୍ଚଳର ଉପଭୋକ୍ତା...

ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ

କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ...

ଦଶମ ପାଠ୍ୟପୁସ୍ତକ ପରିବର୍ତ୍ତନକୁ ବିରୋଧ

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ଯୋଗୁ ସାରା ଦେଶରେ ଏବେ ଏକ ପ୍ରକାର ଅଚଳାବସ୍ଥା ଦେଖାଦେଇଛି। ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ଆଜି ବସିବ ଛତିଶା ନିଯୋଗ ବୈଠକ

ପୁରୀ ଅଫିସ, ୨୫।୫: ପୁରୀ ଶ୍ରୀମନ୍ଦିରରେ ବୁଧବାର ଛତିଶା ନିଯୋଗ ବୈଠକ ବସିବ । ନୀଳାଦ୍ରି ଭକ୍ତ ନିବାସରେ ଦିନ ୧୨ଟାରେ ଏହି ବୈଠକ ବସିବ...

Advertisement
Archives

Model This Week