ଖବରଦାତାଙ୍କୁ ଆକ୍ରମଣ ଘଟଣା: ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନିନ୍ଦା

ବ୍ରହ୍ମପୁର ଅଫିସ,୨୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେବ ଖବରଦାତାଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି। ଏହାକୁ ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦୃଢ଼ ନିନ୍ଦା କରାଯିବା ସହ ଶନିବାର ସ୍ଥାନୀୟ ଏନ୍‌ଜିଓ ହଲ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ସାଧାରଣ ଲୋକଙ୍କ ସମସ୍ୟା ଏବଂ ସରକାରୀ ବିଫଳତାକୁ ନେଇ ଖବର ପରିବେଷଣ କରୁଥିବା ଖବରଦାତାଙ୍କ ଉପରେ ଆକ୍ରମଣ ନିନ୍ଦନୀୟ ବୋଲି କମିଟି ପକ୍ଷରୁ କୁହାଯାଇଛି। ଖବରଦାତାଙ୍କ ସୁରକ୍ଷା ପାଇଁ ସରକାର ତୁରନ୍ତ ଆଇନ ଆଣନ୍ତୁ ବୋଲି କମିଟି ଦାବି କରିଛି। ଏହି ବିକ୍ଷୋଭରେ ଅବନୀ କୁମାର ଗୟା, ରାଜା ସୁରେଶ, ଶ୍ୟାମ ସୁନ୍ଦର ଖଡ଼ଙ୍ଗାଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ଶହ ଦଳିତ ପରିବାରଙ୍କୁ ବାସନ୍ଦ

ବ୍ରହ୍ମପୁର ଅଫିସ,୩।୧୨: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ହରିଡ଼ାପଦରରେ ଜାତିଗତ ଭେଦ ଭାବ ନେଇ ପ୍ରାୟ ୨ଶହ ଦଳିତ ପରିବାରଙ୍କୁ ସାମାଜିକ ବାସନ୍ଦ କରାଯାଇଛି।...

ବିଏମ୍‌ସି ପାଇଁ ଚୂଡ଼ାନ୍ତ ହୋଇନି ୩ ଦଳର ପ୍ରାର୍ଥୀ

ବ୍ରହ୍ମପୁର ଅଫିସ,୬।୩: ବ୍ରହ୍ମପୁର ପୌର ନିର୍ବାଚନ ପାଇଁ ଶନିବାର ସୁଦ୍ଧା ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇନାହିଁ।...

ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ଭଞ୍ଜନଗର,୨୦।୧୦(ଡି.ଏନ.ଏ)-ଆରତୀ ନାହାକ ହତ୍ୟା ମାମଲାରେ ଭଞ୍ଜନଗର ପୋଲିସ ରବିବାର ସ୍ବାମୀ ରଞ୍ଜିତ ନାହାକଙ୍କୁ ଗିରଫ କରିଛିି। ଏଥିସହ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି ।...

ଫନୀରେ ଚିନାବାଦାମ ଫସଲ ଉଜୁଡିଲା

ପୋଲସରା,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ପୋଲସରାଞ୍ଚଳର ନିମିନା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନବରଗାଁର ବହୁ ଚାଷୀଙ୍କ ଚିନାବାଦାମ ଫସଲ ବ୍ୟାପକ କ୍ଷତି ହୋଇଛି। ଚାଷୀମାନେ ସରକାରୀ ବିହନ ବିକ୍ରୟ...

ତାରାତାରିଣୀଙ୍କୁ ଦର୍ଶନ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଛତ୍ରପୁର,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଥିବା ମା’ ତାରାତାରିଣୀ ମନ୍ଦିର ରବିବାରଠାରୁ ଜନସାଧାରଣଙ୍କ ଦର୍ଶନ ଲାଗି ଗାଇଡ୍‌ଲାଇନ୍‌ ଅନୁସାରେ ହେବ। ଏନେଇ ଶନିବାର ଜିଲାପାଳ...

ଏମ୍‌କେସିଜିରେ ପିପିପି ମୋଡ୍‌କୁ ବିରୋଧ

ବ୍ରହ୍ମପୁର ଅଫିସ,୨୫ା୨-ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜରେ ପିପିପି(ପବ୍ଲିିକ ପ୍ରାଇଭେଟ ପାର୍ଟନରଶିପ୍‌) ମାଧ୍ୟମରେ ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଗତ ସ୍ବାସ୍ଥ୍ୟ ବିକାଶ ସମିତି...

ମିଶନ ରାଣୀ ପର୍ବ ଆରମ୍ଭ

ବ୍ରହ୍ମପୁର ଅଫିସ,୧୯ା୧୧- ବ୍ରହ୍ମପୁର କୁଇନ ମିଶନ କ୍ୟାଥଲିକ ଚର୍ଚ୍ଚରେ ଯୀଶୁଙ୍କ ମା’ ମେରିଆଙ୍କ ନବଦିନ ବ୍ୟାପୀ ମିଶନ ରାଣୀ ପର୍ବ ସୋମବାରରୁ ଆରମ୍ଭ ହୋଇଛି। ଅନ୍ତିମ...

ଭୁଶୁଡ଼ିଲା ମନ୍ଦିର କୋଠା

ଗଞ୍ଜାମ,୨୭।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ସୂର୍ଯ୍ୟନାରାୟଣପୁର-ଗାଖରକୁଦା ଯିବା ରାସ୍ତାରେ ଥିବା ବହୁ ପୁରାତନ ହାଡ଼ିଆ ଗଡ଼ ମନ୍ଦିର କୋଠା ମଙ୍ଗଳବାର ଭୋରରୁ ଭୁଶୁଡ଼ି ପଡ଼ିଛି।...

Advertisement
Archives

Model This Week