ଖବରଦାତାଙ୍କୁ ଦୁର୍ବ୍ୟବହାର ମାମଲା: ସୂଚନା ଓ ଲୋକସମ୍ପର୍କ ବିଭାଗର ତଦନ୍ତ

ଢେଙ୍କାନାଳ ଅଫିସ,୨।୬- ଢେଙ୍କାନାଳ ଜିଲାର ଖବରଦାତାଙ୍କୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ଆସିବା ପରେ ଏହାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଶନିବାର ଉତ୍ତରାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଏସ୍‌.ସି. ସୁପକାର କାର୍ଯ୍ୟାଳୟରେ ପହଞ୍ଚତ୍ ଅଭିଯୋଗର ଖୋଳତାଡ଼ କରିଥିଲେ। ଏ ନେଇ ଜିଲା, ଉପଖଣ୍ଡ, ବ୍ଲକ ଏବଂ ଗ୍ରାମାଞ୍ଚଳସ୍ତରରେ କାର୍ଯ୍ୟରତ ଖବରଦାତା ଏବଂ କାର୍ଯ୍ୟାଳୟର କର୍ମଚାରୀଙ୍କୁ ପଚରାଉଚୁରା କରିଥିଲେ। ତଦନ୍ତ ସମ୍ପର୍କିତ ରିପୋର୍ଟକୁ ବିଭାଗୀୟ ନିର୍ଦ୍ଦେଶକଙ୍କୁ ପ୍ରଦାନ କରିବେ ବୋଲି ସେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହେମନ୍ତ କୁମାର ନାୟକଙ୍କ ବିରୋଧରେ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗ ଆଣିଥିଲେ ଜିଲାର ଖବରଦାତା। ଏହାର ପ୍ରତିବାଦରେ ମେ ୨୦ରେ ଗଣମାଧ୍ୟମ ପ୍ରତିନିଧିମାନେ ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ କାର୍ଯ୍ୟାଳୟ ଘେରାଉ କରିଥିଲେ। ଏ ନେଇ ଜିଲାପାଳ ଏବଂ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକଙ୍କୁ ଦାବିପତ୍ର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?