ଖବରଦାତାଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣା: ଥାନାରେ ଏତଲା

କେନ୍ଦୁଝର,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନାରେ ଖବରଦାତାଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣାକୁ ନେଇ ଶନିବାର ଥାନାରେ ଏତଲା ଦିଆଯାଇଛି।
ବୈଦ୍ୟୁତିକ ଗଣମାଧ୍ୟମ କ୍ୟାମେରା ମ୍ୟାନ୍‌ ତନ୍ମୟ କୁମାର ପାଲ ଶୁକ୍ରବାର ଖବର ସଂଗ୍ରହ କରିବାକୁ ଥାନାକୁ ଯାଇଥିବା ବେଳେ ୨ ଜଣ ଅଧିକାରୀ ତାଙ୍କୁ ଦୁର୍ବ୍ୟବହାର କରିବା ସହ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ସେମାନେ ତାଙ୍କ ମୋବାଇଲ ଫୋନକୁ ଛଡାଇ ନେଇ ଫଟୋ ଓ ଡାଟା ନଷ୍ଟ କରିଦେଇଥିବା ବେଳେ ମଦ ପିଇଥିବା କହି ପାଟି ଯାଞ୍ଚ କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣାକୁ ପ୍ରେସ୍‌ କ୍ଲବ ପକ୍ଷରୁ ଏକ ବୈଠକ ଡକାଯାଇ ନିନ୍ଦା କରାଯିବା ସହ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ଏ ନେଇ ଅଭିଯୋଗ ପାଇବା ପରେ ଏସ୍‌ଡିପିଓ କେନ୍ଦୁଝର ପି.ଜେ. ଟପୋ କହିଛନ୍ତି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ମୁଗୁପୁର ହାଇସ୍କୁଲ ୨୦୧୦ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ ଉତ୍ସବ, ସୁବର୍ଣ୍ଣ ସମୟକୁ ଜିଇଁବାର ପ୍ରୟାସ…

ହାଟଡିହୀ/ଛେନାପଦୀ,୭।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମୁଗୁପୁର ହାଇସ୍କୁଲ ପରିସରରେ ୨୦୧୦ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରୀଛାତ୍ର ମାନଙ୍କୁ ନେଇ ଏକ ବନ୍ଧୁମିଳନ…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri