ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ,୨୪ା୪(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ଥାନା ଅନ୍ତର୍ଗତ କରମଙ୍ଗା ବାଲିସାହିରେ ରହୁଥିବା ଖବରଦାତା ସଞ୍ଜୟ ପତିଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମାମାଡ଼ କରିଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ଗତରାତିରେ ଦୁର୍ବୃତ୍ତମାନେ ଏକ ମୋଟରସାଇକେଲରେ ଆସି ଲଗାତାର ୩ଟି ବୋମାମାଡ଼ କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଶବ୍ଦ ଶୁଣି ଆଖପାଖ ଲୋକମାନେ ପହଞ୍ଚିଥିଲେ ମଧ୍ୟ ଦୁର୍ବୃତ୍ତଙ୍କର କୌଣସି ସନ୍ଧାନ ପାଇ ନ ଥିଲେ। ଏ ନେଇ ଖବରଦାତା ଜଣକ ଥାନାକୁ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଭୁବନ, ୪।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧ନଂ. ଓ୍ବାର୍ଡରେ ରହୁଥିବା ଜ୍ଞାନରଞ୍ଜନ ପତି(୪୦)ଙ୍କ ମୃତଦେହକୁ ପୋଲିସ ମଙ୍ଗଳବାର ରାସ୍ତାପାର୍ଶ୍ୱରୁ ଉଦ୍ଧାର କରିଛି। ମୃତକଙ୍କ ବାପା...

ଆଜିବି ଭଦ୍ରକରୁ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୬।୮: ଭଦ୍ରକ ଜିଲାରୁ ବୁଧବାର ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୩୭ରେ ପହଞ୍ଚିଛି।...

ଭତା ଦେବାରେ ପରଶାସନ କୁଁଥ୍‌କୁଁଥ୍‌:ଜିଲାପାଲକୁଁ ଭେଟଲେ ୨୭ କଳାକାର

ତଳଗାଁ, ୭ା୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ୨୭ ଝନକୁ ମୁଖ୍ୟମନ୍ତ୍ରୀ କଳାକାର ଭତା ଦେବାର ଲାଗି ଗଲା ୧୨ା୧୨ା୨୦୧୮, ପତର ସଂଖ୍ୟା ୪୦୬୨ ଅନ୍‌ସାରେ...

ଜିଲାସ୍ତରୀୟ ଭିନ୍ନକ୍ଷମଙ୍କ କ୍ରୀଡ଼ା

ଭଦ୍ରକ ଅଫିସ,୨୭ା୧୧- ଜିଲା ପ୍ରଶାସନ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା...

ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍‌ସିର ଗୁରୁତ୍ୱ

କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି।...

କମୁଛି ପରିବାର କଲ୍ୟାଣ ଅସ୍ତ୍ରୋପଚାର ସଂଖ୍ୟା: ଲକ୍ଷ୍ୟ ଥିଲା ୮ଶହ, ହୋଇଛନ୍ତି ୬୧

ବଅଁରପାଳ,୧୯।୬ (ଡି.ଏନ୍‌.ଏ.) – ପରିବାର କଲ୍ୟାଣ ଅସ୍ତ୍ରୋପଚାର ହେଲେ ମିଳିବ ଅନେକ ସୁବିଧା ସୁଯୋଗ। ପ୍ରୋତ୍ସାହନ ରାଶି ଆକାରରେ ନଗଦ ଅର୍ଥ ଦିଆଯିବ ସରକାରଙ୍କ ପକ୍ଷରୁ।...

କର୍ଫ୍ୟୁ ସମୟରେ ଘରୁ ଗୋଡ଼ କାଢ଼ିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବ ଅନୁଗୋଳ ପୋଲିସ

ଅନୁଗୋଳ ଅଫିସ,୮ା୫: ଅନୁଗୋଳ ପୋଲିସ ପ୍ରଶାସନ ପକ୍ଷରୁ ଶୁକ୍ରବାର ସକାଳେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଏହି ଫ୍ଲାଗ୍‌ମାର୍ଚ୍ଚ ସମୟରେ କରୋନା ଭାଇରସ୍‌ ସଂକ୍ରମଣ ସମ୍ପର୍କରେ ଲୋକଙ୍କୁ ସଚେତନ...

ଠାକୁରଗଡ଼ ଥାନା ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ବଇଣ୍ଡା,୨୦।୭(ଡି.ଏନ.ଏ.): ଆଠମଲ୍ଲିକ  ଜିଲା ଅନୁଗୋଳ ବ୍ଲକ ଠାକୁରଡ଼ ଥାନା ପେଡ଼ିପର, ସାନହୁଲା, କୁରୁମଟାପ, କୁର୍ତ୍ତିବାସପୁର, ପାଇକସାହି, ସାପଘରା, ଟାପଢୋଲ ଆଦି ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଚୋରା...

Coronavirus Update


Archives

Model This Week

Why Dharitri