ଖମାରସାହି ସମବାୟ ସମିତିରେ ଧାନକିଣା ଦୁର୍ନୀତି: ସମ୍ପାଦକ ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ବହିଷ୍କୃତ

ନୟାଗଡ ଅଫିସ,୨୦।୨: ନୟାଗଡ ଜିଲାପାଳ ନୟାଗଡ଼ ବ୍ଲକ ଖମାରସାହି ସମବାୟ ସମିତି ସମ୍ପାଦକ ପ୍ରଫୁଲ୍ଲ ବିଶ୍ବାଳଙ୍କୁ ଗୁରୁବାର ନିଲମ୍ବନ କରିଛନ୍ତି। ସେହିଭଳି ଡାଟା ଏଣ୍ଟ୍ରି ଅପରେଟର ସୁରେଶ ମାର୍ଥାଙ୍କୁ ମଧ୍ୟ ବହିଷ୍କାର ନିର୍ଦ୍ଦେଶ ଦେଇଛନ୍ତି। ସମବାୟ ସମିତିରେ ଧାନକିଣା ଦୁର୍ନୀତି ଅଭିଯୋଗରେ ସେମାନଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri