ଖରାଛୁଟିରେ ପିଲାଙ୍କ ଏକ୍ସଟ୍ରା କ୍ଲାସ ନେବେ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୯।୧(ବ୍ୟୁରୋ): ଏଣିକି ଖରାଛୁଟିରେ ସ୍କୁଲ ପିଲାମାନଙ୍କ ପାଇଁ ଏକ୍ସଟ୍ରା କ୍ଲାସ ହେବ। ପାଠପଢ଼ାରେ ଦୁର୍ବଳ ଥିବା ପିଲାମାନଙ୍କ କ୍ଲାସ ଶିକ୍ଷକ ନେବେ। ଗୁରୁବାର ଏଭଳି କିଛି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।
ସେ କହିଛନ୍ତି, ଛୁଟି ସମୟରେ ମଧ୍ୟ ଶିକ୍ଷକମାନଙ୍କ ରୋଟେଶନ ଡ୍ୟୁଟି ଥାଏ। ସେହି ସମୟରେ ଡ୍ୟୁଟିକୁ ଆସୁଥିବା ଶିକ୍ଷକ ଏକ୍ସଟ୍ରା କ୍ଲାସ ନେବେ। ତେବେ ଶିକ୍ଷକମାନଙ୍କୁ ଖରାଛୁଟି ମିଳିବ ନାହିଁ ବୋଲି ଯାହା କୁହାଯାଉଛି ତାହା ସେଭଳି ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିଶୁପାଳଗଡ଼ ଗଡ଼ଖାଇର ହେବ ପୁନରୁଦ୍ଧାର’

ପୁରୁଣା ଭୁବନେଶ୍ୱର, ୨୫ା୨ (ଡି.ଏନ.ଏ.): ଐତିହ୍ୟ ସଂରକ୍ଷିତ ରଖିବା ନେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଯେତେ ଘୋଷଣା, ଯୋଜନା ପ୍ରସ୍ତୁତ କଲେ ମଧ୍ୟ...

ସଙ୍କଟବେଳର ସଖା: କରୋନା ଆକ୍ରାନ୍ତଙ୍କୁ ଅକ୍ସିଜେନ ଯୋଗାଉଛନ୍ତି ସତ୍‌ବୀର୍‌

ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା ମହାମାରୀର ଭୟ ଓ ଆତଙ୍କ ଭିତରେ ବର୍ତ୍ତମାନ ଅକ୍ସିଜେନ ଅଭାବ ଦେଶରେ ବଡ଼ ସଂକଟ ସୃଷ୍ଟି କରିଛି। ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ...

ଗଞ୍ଜାମରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ନିର୍ମାଣ: ହିଞ୍ଜିଳିକାଟୁ କୋଭିଡ ହସ୍ପିଟାଲ ପରିଦର୍ଶନ କରି ସମୀକ୍ଷା କଲେ ୫-ଟି ସଚିବ

ହିଞ୍ଜିିଳିକାଟୁ, ୧୫ା୫(ଡ଼ି.ଏନ୍‌.ଏ) : ରାଜ୍ୟ ୫-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ଶୁକ୍ରବାର ହିଞ୍ଜିିଳିକାଟୁର ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌...

୬୦ ଘଣ୍ଟା ସଟ୍‌ଡାଉନ ରହିବ ୩ ଜିଲା: ନିୟମ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଡିଜିପି

ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ମୁକାବିଲା ନେଇ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାକୁ ୬୦ ଘଣ୍ଟିଆ ସଟ୍‌ଡାଉନ ଘୋଷଣା କରାଯାଇଛି। ଗୁରୁବାର ରାତି ୧୦ଟାରୁ ୨୬...

ଶୋଇଥିବା ବେଳେ ଘରେ ପଶିଲା ମହୁଲ ବୋଝେଇ ଟ୍ରକ: ଗୋଟିଏ ପରିବାରର ୨ ଗୁରୁତର

କେନ୍ଦୁଝର,୧୩।୧୨ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡ଼ିଆ ଘାଟି ନିକଟ ଷଠି ଘରସାହିରେ ଏକ ମହୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ପ୍ରାୟ...

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଝଟକା: ସେବା ଯୋଗାଇବାକୁ ମନା କଲେ ନର୍ସିଂହୋମ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜୋରଦାର ଝଟକା ଲାଗିଛି। ସ୍ବାସ୍ଥ୍ୟସେବା ଯୋଗାଉଥିବା ପାଖାପାଖି ୩୦୦ ନର୍ସିଂହୋମ ସେମାନଙ୍କ ସେବା ବନ୍ଦ କରିଦେଇଛନ୍ତି।...

ଲୁଗା ସୁଖାଇବା ହେଲା କାଳ: ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା ଓ ନାତୁଣୀ ମୃତ

ରାୟଗଡା ଅଫିସ,୨୫।୬-ରାୟଗଡ଼ା ସହରସ୍ଥିତ ତୁମ୍ବିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜେଜେମା ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମୃତକ...

ସ୍ବାଧୀନତା ଦିବସରେ ଆତ୍ମାହୁତି ପାଇଁ ରାଷ୍ଟ୍ରପତିଙ୍କୁ ଚିଠି

ଖୁଣ୍ଟୁଣୀ,୫।୮(ଡି.ଏନ୍‌.ଏ.): ଖୁଣ୍ଟୁଣୀର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ୧୯୯୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ...

Advertisement
Archives

Model This Week