Posted inଫୁରସତ

ଖରାଦିନେ ଖାଆନ୍ତୁ ଏହିସବୁ ଖାଦ୍ୟ: ମିଳିବ ଅନେକ ଫାଇଦା

ଋତୁ ବଦଳିବା ସହିତ ଖାଦ୍ୟପେୟ, ପୋଷାକପତ୍ର ସବୁଥିରେ ପରିବର୍ତ୍ତନ ଦେଖାଯାଇଥାଏ। ଯେପରି ଆମକୁ ଶୀତଦିନେ ଗରମ ଜିନିଷ ଭଲ ଲାଗିଥାଏ। ସେହିପରି ଗରମ ଦିନରେ ମଧ୍ୟ ଥଣ୍ଡା ଭଲ ଲାଗିଥାଏ। ତେବେ ଗ୍ରୀଷ୍ମଋତୁରେ ଆପଣଙ୍କ ସ୍ବାସ୍ଥ୍ୟର ଯତ୍ନ ନେବା ପାଇଁ କେଉଁ କେଉଁ ଖାଦ୍ୟ ଉପରେ ଦୃଷ୍ଟି ଦେବାକୁ ହୋଇଥାଏ ଜାଣନ୍ତୁ ସେ ସମ୍ପର୍କରେ…

ଟମାଟୋ: ଟମାଟୋରେ ଜଳୀୟଅଂଶ ଅଧିକ ଥାଏ। ଏହା ସହିତ ଭିଟାମିନ୍‌ ସି ଭରି ରହିଥାଏ, ଯାହା ସ୍ବାସ୍ଥ୍ୟ ପାଇଁ ଅଧିକ ଫଳପ୍ରଦ।

ତରଭୁଜ : ଏଥିରେ ଅଧିକ ମାତ୍ରାରେ ଜଳୀୟଅଂଶ ସହିତ ଜରୁରୀ ପୋଷକତତ୍ତ୍ୱ ରହିଥାଏ। ଏହା ତ୍ୱଚା ସୁନ୍ଦର କରିବାରେ ମଧ୍ୟ ସାହାଯ୍ୟ କରେ। ଅନେକ ସମୟରେ ଖରାଦିନେ ରାସ୍ଥାକଡରେ ଲୋକେ ଏହାର ମଜା ନେବାକୁ ବେଶି ପସନ୍ଦ କରିଥାନ୍ତି।

କାକୁଡି: ଖରାଦିନେ କାକୁଡି ଅଧିକ ମାତ୍ରାରେ ଖାଇବା ଉଚିତ। ଏହାକୁ ସାଲାଡ୍‌, ଜୁସ କିମ୍ବା କଞ୍ଚା ମଧ୍ୟ ଖାଇପାରିବେ। ଏହା ଶରୀରକୁ ଆବଶ୍ୟକତା ଅନୁସାରେ ପୋଟାସିୟମ ଯୋଗାଇଥାଏ।

 

ଲାଉ: ଲାଉରେ ଭରପୂର ପୋଷକତତ୍ତ୍ୱ ରହିଥାଏ। ଏହାକୁ ଖରାଦିନେ ସିଝେଇ ଫୁଟେଇ ଖିଆଯାଏ, ଯାହା ଅଧିକ ସ୍ବାସ୍ଥ୍ୟ ଉପଯୋଗୀ ହୋଇଥାଏ। ଏଥିରେ ଭରପୂର ପାଣିର ମାତ୍ରା ରହିଥିବାରୁ ପାଚନ କ୍ରିୟାକୁ ଗରମରୁ ମୁକ୍ତି ଦେଇଥାଏ।

ଲେମ୍ବୁପାଣି: ଗରମ ଦିନେ ଲେମ୍ବୁପାଣିର ଚାହିଦା ଅଧିକ। ଏହାକୁ ପିଇବା ଦ୍ୱାରା ଗରମରୁ ଉପଶମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri