ଖରାଦିନେ ଘିମିରିରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଖରାଦିନେ ପ୍ରବଳ ଗରମ ଯୋଗୁ କେତେକଙ୍କଠାରେ ଘିମରି ସମସ୍ୟା ଦେଖାଦେଇଥାଏ। ତେବେ କେତେକ ଘରୋଇ ଉପାୟ ଦ୍ୱାରା ଏଥିରୁ ସହଜରେ ମୁକ୍ତି ମିଳିପାରେ। ଖରାଦିନେ ଦେହରେ ଲେମ୍ବୁ ରସ ଲଗାଇଲେ ଚର୍ମର ଉପର ଅଂଶ ଥଣ୍ଡା ହୋଇ ଘିମିରିରୁ ରକ୍ଷା ମିଳେ। ଲେମ୍ବୁରେ ସାଇଟ୍ରିକ୍‌ ଏସିଡ୍‌, ଭିଟାମିନ୍‌-ସି, ଭିଟାବିନ୍‌-ବି, ଆଇରନ୍‌, କ୍ୟାଲସିୟମ, ଫସଫରସ୍‌ ତଥା ପଟାସିୟମ୍‌ ଆଦି ରହିଥାଏ। ବଟାହଳଦୀ ସହ ଲେମ୍ବୁରସ ମିଶାଇ ଦେହରେ ଲଗାଇଲେ ଖରାଦିନେ ହେଉଥିବା ବିଭିନ୍ନ ଚର୍ମରୋଗ ଆଶଙ୍କା ଦୂର ହୁଏ। ଲେମ୍ବୁରସରେ କାକୁଡି ରସ ଓ କ୍ଷୀର ମିଶାଇ ଲଗାଇଲେ ଚର୍ମ ପରିଷ୍କାର ରହେ। ସେହିପରି ଖରାଦିନେ ଅଧଚାମଚ ଲେମ୍ବୁରସରେ ଅଧଚାମଚ ଗୋଲାପଜଳ, ଦୁଇ ଚାମଚ ଗ୍ଲିସେରିନ୍‌ ମିଶାଇ ଦେହରେ ମାଲିସ୍‌ କଲେ ରଙ୍ଗ ଉଜ୍ୱଳ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri