ଖରାଦିନେ ତ୍ୱଚାର ଘରୋଇ ଉପଚାର

ସାଧାରଣତଃ ଖରାଦିନେ ତ୍ୱଚାର ବିଭିନ୍ନ ସମସ୍ୟା ଦେଖା ଦେଇଥାଏ। ଏହି ସମୟରେ ଘରେ ମିଳୁଥିବା ବିଭିନ୍ନ ପ୍ରକାର ସାମଗ୍ରୀ ବ୍ୟବହାର କରି ଆପଣଙ୍କ ତ୍ୱଚାର ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିପାରିବେ…

କାକୁଡ଼ି:

କାକୁଡ଼ିକୁ କଦୁକସ୍‌ କରି ତାର ରସରେ ଅଳ୍ପ ଲେମ୍ବୁରସ ଓ ଗ୍ରୀନ୍‌ ଟି କିମ୍ବା ପୁଦିନା ରସ ମିଶାନ୍ତୁ। ଏହାକୁ ଭଲଭାବେ ମିଶାଇ ଫ୍ରିଜ୍‌ରେ ରଖି ଦିଅନ୍ତୁ। ଏହାକୁ ଟୋନର ଭଳି ବ୍ୟବହାର କରନ୍ତୁ। ଖୁବ୍‌ କମ୍‌ ଦିନରେ ଆପଣଙ୍କ ତ୍ୱଚା ଗ୍ଲୋ କରିବ।
କାକୁଡ଼ି ରସରେ ଏକ ଚାମଚ ଓଟ୍ସ ଗୁଣ୍ଡ ଏବଂ ଏକ ଚାମଚ ମହୁ ମିଶାଇ ଫେସପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ଦୁଇ ତିନି ମିନିଟ ପର୍ଯ୍ୟନ୍ତ ମସାଜ କରନ୍ତୁ। ଶୁଖିଯିବା ପରେ ମୁହଁକୁ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ।
ଲେମ୍ବୁ:
ଲେମ୍ବୁ ରସରେ ଅଳ୍ପ ପାଣି ମିଶାଇ ୧୫ ମିନିଟ ପର୍ଯ୍ୟନ୍ତ ମାଲିସ୍‌ କରନ୍ତୁ। ସପ୍ତାହକୁ ଦୁଇ ଥର ଏପରି କଲେ ତ୍ୱଚାର ଚମକ ବୃଦ୍ଧି ପାଇଥାଏ।
ଅଣ୍ଡାର ଧଳା ଅଂଶରେ ଲେମ୍ବୁ ରସ ମିଶାଇ ମୁହଁରେ ଲଗାନ୍ତୁ। ଶୁଖିଯିବା ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। ତ୍ୱଚା ଅଧିକ ଗ୍ଲୋ କରିବ।
ଅମୃତଭଣ୍ଡା:
ପାଚିଲା ଅମୃତଭଣ୍ଡା ସହିତ ମହୁ ଓ ଚିନି ମିଶାଇ ଗ୍ରାଇଣ୍ଡିଂ କରି ମୁହଁରେ ଲଗାନ୍ତୁ। ଏହାପରେ ଗୋଲାକାରରେ ସ୍କ୍ରବ କରନ୍ତୁ। ପ୍ରାୟ ୨୦ ମିନିଟ ପରେ ମୁହଁ ଶୁଖିଯିବା ପରେ ଧୋଇ ଦିଅନ୍ତୁ।
ପାଚିଲା ଅମୃତଭଣ୍ଡାକୁ ଚକଟି ସେଥିରେ ଦହି ମିଶାଇ କେଶ ମୂଳରେ ଲଗାନ୍ତୁ। ଏପରି କରିବା ଫଳରେ ରୂପି ସମସ୍ୟା ଏବଂ ଚନ୍ଦାପଣ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?