ଖରାଦିନେ ଥଣ୍ଡା ହେଲେ ଆପଣାନ୍ତୁ ଏହି ଘରୋଇ ଉପାୟ

ଖରାଦିନେ ଥଣ୍ଡା ଧରିବା ଏକ ସାଧାରଣ କଥା। ମାତ୍ର ଖରାଦିନେ ହେଉଥିବା ଥଣ୍ଡା ଶୀତଦିନ ଅପେକ୍ଷା ଅଧିକ କଷ୍ଟଦାୟକ। ଖରାଦିନେ ଥଣ୍ଡାହେଲେ ପେଟ ଖରାପ ହେବା ସହ ଲଗାତର ଛିଙ୍କ ଏବଂ କାଶ ହେବାର ସମ୍ଭାବନା ରହିଥାଏ। ମାତ୍ର କେତୋଟି ଘରୋଇ ଉପାୟରେ ଆମେ ଏଥିରୁ ଉପଶମ ପାଇପାରିବା।

ସେଓ: ଏକ କପ୍‌ ପାଣିରେ ଏକ ଚାମଚ ସେଓ ଜୁସ୍‌, ଭିନେଗାର, ଚିନି ମିଶାଇ ପିଅନ୍ତୁ। ଏହାଦ୍ୱାରା କାଶ ଏବଂ ତଣ୍ଟି ପୋଡ଼ିବା ପରି ସମସ୍ୟା ଦୂର ହୋଇଥାଏ।

ଅଦା: ଏକ ଛୋଟ ଖଣ୍ଡ ଅଦା ପାଣିରେ ଫୁଟାଇ ଦିଅନ୍ତୁ। ସେହି ପାଣିରେ ଲେମ୍ବୁ ରସ ଏବଂ ଚିନି ମିଶାଇ ଦିନସାରା ଟିକେ ଟିକେ ପିଇଲେ ଆରାମ ଲାଗିଥାଏ।

ତୁଳସୀ ପତ୍ର: ତୁଳସୀ ପତ୍ରକୁ ଅଦା ସହ ମିଶାଇ ଗ୍ରାଇଣ୍ଡିଂ କରିଦିଅନ୍ତୁ। ଏହି ମିଶ୍ରଣକୁ ଗରମ ପାଣିରେ ମିଶାଇ ଦିନରେ ୨ ଥର ପିଅନ୍ତୁ। ଏହା ଦ୍ୱାରା ଲାଭ ମିଳିବ।

ରସୁଣ: ରସୁଣ ଏକ ପ୍ରାକୃତିକ ରକ୍ତଶୋଧକ। ଥଣ୍ଡା ହେଲେ ଏହା ଖାଇବା ଦ୍ୱାରା ଆରାମ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri