ଖରାଦିନେ ଦହି ଖାଇଲେ କ’ଣ ହୁଏ

ପ୍ରାୟ ସବୁ ଲୋକଙ୍କୁ ଦୁଗ୍ଧରେ ତିଆରି ଜିନିଷ ପସନ୍ଦ ହୋଇଥିବା ବେଳେ କେହି କେହି ଏହାକୁ ପସନ୍ଦ ମଧ୍ୟ କରି ନ ଥାନ୍ତି। ତେବେ ଖରାଦିନେ ଦହି ଖାଇବାକୁ ବହୁ ଲୋକ ପସନ୍ଦ କରିଥାନ୍ତି। କାରଣ ଏହା ଥଣ୍ଡା ହୋଇଥାଏ। ପ୍ରତିଦିନ ଗୋଟିଏ ଗିନା ଦହି ଖାଇବାରେ କ’ଣ ଫାଇଦା ରହିଛି ଆପଣ ଜାଣିଛନ୍ତି କି। ଯଦି ଆପଣ ସବୁଦିନ ଗୋଟିଏ ଗିନା ଦହି ଖାଇବେ, ବିଶ୍ୱାସ କରୁନ୍ତୁ ଆପଣଙ୍କୁ କୌଣସି ରୋଗ ହେବ ନାହିଁ। କାରଣ ଏଥିରେ ପ୍ରଚୁର ମାତ୍ରାରେ ପ୍ରୋଟିନ, କ୍ୟାଲସିୟମ ଓ ଭିଟାମିନ ରହିଛି।
* ବହୁ ଲୋକଙ୍କୁ ଖାଇବା ପରେ ଏସିଡିଟି ସମସ୍ୟା ଦେଖାଦେଇଥାଏ। ତେବେ ଆପଣ ନିଜ ଖାଇବାରେ ଦହିକୁ ସାମିଲ କରନ୍ତୁ। ଦହି ଖାଇବା ପରେ ଦେଖିବେ ଏହି ସମସ୍ୟା ଦୂର ହୋଇଯିବ। ଦହି ଆପଣଙ୍କ ଶରୀରର ପିଏଚ୍‌କୁ ବ୍ୟାଲେନ୍ସ କରିଥାଏ।
* ଯଦି ଆପଣଙ୍କ ଖାଇବା ନଳୀରେ ଖାଇବା ଫଶିଯାଇଛି ଓ ଆପଣଙ୍କୁ ଛାତିରେ ଜୋଳାପୋଡା ଅନୁଭବ କରିବା ସହ ବାନ୍ତି ଲାଗୁଛି ତେବେ ତୁରନ୍ତ ଦହି ଖାଇନିଅନ୍ତୁ। ଦେଖିବେ ବହୁ ଶୀଘ୍ର ଆପଣଙ୍କ ସମସ୍ୟା ଦୂର ହୋଇଯିବ।
* ନିୟମିତ ଦହି ଖାଇଲେ ହଜମ ଶକ୍ତି ବୃଦ୍ଧି ପାଇଥାଏ। ପ୍ରୋବାୟୋଟିକ ହେବା କାରଣରୁ ଦହିରେ ଭିଟାମିନ ବି-୧୨ ଓ ମାଇକ୍ରୋ ଅର୍ଗାନିଜମ୍‌ ରହିଛି। ଯାହାଫଳରେ ଏହା ପେଟ ଭିତରେ ବ୍ୟାକ୍ଟେରିଆ ବଢ଼ାଇବା ସହ ହଜମ ପ୍ରକ୍ରିୟାକୁ ତ୍ୱରାନିତ କରିଥାଏ।
* ବହୁ ଲୋକଙ୍କୁ କ୍ଷୀର ଖାଇଲେ ହଜମ ହୋଇ ନ ଥାଏ। କାରଣ ଏଥିରେ ଲେକଟୋଜର ମାତ୍ରା ଅଧିକ ରହିଥାଏ। ତେବେ ଏହିଭଳି ସମସ୍ୟା ଭୋଗୁଥିଲେ ଆପଣ କ୍ଷୀର ବଦଳରେ ଦହିକୁ ନିଜ ଖାଦ୍ୟରେ ସାମିଲ କରିପାରିବେ। କାରଣ ଦହିରେ ଆପଣଙ୍କୁ ପ୍ରଚୁର ମାତ୍ରାରେ କ୍ୟାଲସିୟମ ଓ ଅନ୍ୟ ଭିଟାମିନ୍‌ ସବୁ ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri