ଖରାଦିନେ ଫୁଡ୍‌ ପଏଜନିଂ ଆଶଙ୍କା ଅଧିକ: ଜାଣନ୍ତୁ କିଭଳି ପାଇବେ ମୁକ୍ତି

ଖରାଦିନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ସେଥିମଧ୍ୟରୁ ଶରୀରରୁ ଜଳୀୟଅଂଶ ପରିମାଣ କମ୍‌ ହେବା, ଭାଇରାଲ ଫିଭର୍‌, ଷ୍ଟ୍ରୋକ, ଫୁଡ ପଏଜନିଂ ଆଦି ଅନ୍ୟତମ। ଏହି ସବୁ ସମସ୍ୟାରୁ ମୁକ୍ତି ପାଇବାକୁ ଚାହୁଁଥିଲେ ସାବଧାନତା ଅବଲମ୍ବନ କରନ୍ତୁ। ଗରମରେ ଖାଦ୍ୟ ଅପେକ୍ଷା ପାଣିର ଆବଶ୍ୟକତା ଅଧିକ ଥାଏ। ଏହାସହ ପୃଷ୍ଟିକର ଖାଦ୍ୟ ଖାଇବା ଉଚିତ। ନଚେତ ଫୁଡ୍‌ ପଏଜନିଂ ହେବାର ଆଶଙ୍କା ଦେଖାଯାଇଥାଏ।
ତେବେ ଖାଇବାର କିଛି ଘଣ୍ଟା ପରେ ଯଦି ବାନ୍ତି ହେବା ସହ ପେଟ ଦରଜ ହୋଇଥାଏ ତେବେ ଏହା ଫୁଡ୍‌ ପଏଜନିଂର କାରଣ ହୋଇପାରେ। ଏହାର ମୁଖ୍ୟ କାରଣ ବ୍ୟାକ୍ଟେରିଆ।

ଏହାର ଲକ୍ଷଣ
-ଖାଇବା ପରେ କିଛି ଦିନ ପର୍ଯ୍ୟନ୍ତ ଡକାର ଦେବା
-ପେଟଦରଜ, ଜର ବାନ୍ତି ଭଳି ସମସ୍ୟା
-ଥକା ଲାଗିବା

ଏଥିରୁ ମୁକ୍ତି ପାଇବାର ଉପାୟ
-କୌଣସି ଲକ୍ଷଣ ଦେଖାଯିବା ମାତ୍ରେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ…
-ପେଟ ଦରଜ ହେବା ମାତ୍ରେ ପଇଡ଼, ଲେମ୍ବୁ ପାଣି ପିଅନ୍ତୁ…


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri