ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ

ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହରେ ଉପରାଷ୍ଟ୍ରପତି ଶୁକବ୍ରାର ଯୋଗଦେବାର ଥିଲା। କିନ୍ତୁ ଖରାପ ପାଗ ଯୋଗୁ ଶେଷ ମୁହୂର୍ତ୍ତରେ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଉପରାଷ୍ଟ୍ରପତି ନାଇଡୁ ସକାଳ ୮ଟା ୫ମିିନିଟରେ ରାୟପୁରରୁ ଭାରତୀୟ ବାୟୁସେନାର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୯ଟାରେ ପଥରଚେପା ହେଲିପ୍ୟାଡରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ କୁହୁଡି ଏବଂ କୋହଲା ପାଗ ଯୋଗୁ ଏହା ବାତିଲ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ସହାୟତା ପ୍ରଦାନ

ଫୁଲବାଣୀ ଅଫିସ, ୫ା୯-ଆତ୍ମନିର୍ଭରଶୀଳ ହେବା ପାଇଁ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କ ଅଦମ୍ୟ ସାହସ ଦେଖି ଜିଲାପାଳ ଡା.ବୃନ୍ଦା ଡି. ସହାୟତା ଯୋଗାଇ ଦେଇଛନ୍ତି। ଫୁଲବାଣୀ ସମନ୍ବିତ...

ଫନୀ ଉଜାଡ଼ିଦେଲା କଦଳୀ କ୍ଷେତ

ପଦ୍ମପୁର, ୧୧।୫ (ଡି.ଏନ.ଏ.) – ବାତ୍ୟା ‘ଫନୀ’ ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ଗ୍ରାମର ଶଶିଭୂଷଣ ଦାଶଙ୍କର କଦଳୀ କ୍ଷେତ ଉଜୁଡ଼ି ଯାଇଛି।...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ

ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ...

ବିକ୍ରି ହେଉନି କ୍ଷୀର, ଛେନା: ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଦୁଗ୍ଧଚାଷୀ

ପୁରୀ ଅଫିସ,୧ା୪: କରୋନା ପାଇଁ ୨୧ଦିନିଆ ଲକ୍‌ଡାଉନ ହୋଇଛି ଦେଶ। କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଇ ଆଉ ସବୁକିଛି ବନ୍ଦ ହୋଇଯାଇଛି। କେବଳ ଘର...

ବଜ୍ରପାତରେ ୮ ଗୋରୁଙ୍କ ଜୀବନ ଗଲା

କୁଆଁରମୁଣ୍ଡା, ୧୯।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ହେବାରୁ ପଦ୍ମପୁର ପଞ୍ଚାୟତ...

ରଜରେ ମାତିଲେ ଦୁର୍ବୃତ୍ତ: ବେକରୁ ଝାମ୍ପିନେଲେ ସୁନା ଚେନ

ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ...

ଭୀଷ୍ମଗିରିରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ: ୨ ଛାତ୍ର ଗିରଫ

ବ୍ରହ୍ମପୁର ଅଫିସ୍‌,୨୧ା୧୧- ଅବକାରୀ ବିଭାଗ ବୁଧବାର ପୃଥକ୍‌ ଭାବେ ଦୁଇଟି ସ୍ଥାନରେ ଚଢାଉ କରି ୨୨.୨୨୦ କେଜି ଗଞ୍ଜେଇ ଜବତ କରିଛି। ୨ ଜଣ ଗଞ୍ଜେଇ...

ବୋଲଗଡ଼ ମାଟିରେ ଥାଇଲାଣ୍ଡ ବରକୋଳି

ଖୋର୍ଦ୍ଧା ଅଫିସ, ୧୦ା୧୨: ଦେଶୀ ମାଟିରେ ଫଳୁଛି ବିଦେଶୀ ମାଟିର ବରକୋଳି। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଧୀନ ସାନକୁମ୍ଭାରୀ ଗାଁରେ ଥାଇଲାଣ୍ଡର ମିଠା ବରକୋଳି...

Advertisement
Archives

Model This Week