ଖରାରେ ପିଲାଙ୍କୁ ଡାକି ବହି ବୋହିବା ଘଟଣା: ସିଆର୍‌ସିସି ନିଲମ୍ବିତ

କୋରୁକୋଣ୍ଡା,୯।୫(ଡି.ଏନ.ଏ): ଗତ ଏପ୍ରିଲ ୨୪ ତାରିଖରେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତାରଲାକୋଟା ପଞ୍ଚାୟତର ସି- କଲୋନୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଚଣ୍ଡ ଖରାରେ ପିଲାଙ୍କୁ ଘରୁ ଡାକି ସିଆରସିସି ପାଠ୍ୟପୁସ୍ତକ ବୁହାଇଥିଲେ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଘଟଣାର ତଦନ୍ତ କରି ଜିଲ୍ଲା ଶିକ୍ଷାଧିକାରୀ ରମେଶ ଚନ୍ଦ୍ର ସେଠୀ ଉକ୍ତ ସିଆରସିସି ଶରତ ଚନ୍ଦ୍ର ପାଢ଼ୀଙ୍କୁ ନିଲମ୍ବିତ କରିଛନ୍ତି। ତେବେ ଘଟଣାକୁ ଅନେକ ଦିନ ବିତିଯାଇଥିଲେ ସୁଦ୍ଧା ଜିଲା ଶିକ୍ଷାଧିକାରୀଙ୍କ ଏପରି ନିଷ୍ପତ୍ତିକୁ ଅଞ୍ଚଳବାସୀ ସ୍ବାଗତ କରିଛନ୍ତି। ଏପରି ଶିକ୍ଷକମାନଙ୍କ ଉପରେ ଜିଲା ଶିକ୍ଷାଧିକାରୀ ଆଗକୁ ମଧ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ମତ ପ୍ରକାଶ ପାଉଛି। ତେବେ ଶନିବାର ଛୁଟି ଥିବାରୁ ସିଆରସିସିଙ୍କ ନିଲମ୍ବନ ବିଷୟ ଫୋନ ଯୋଗେ କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ପତିତପାବନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଣ୍ଡିପଦାରେ ଗ୍ରୀଷ୍ମପ୍ରବାହ ଜାରି: ଅଟକିଛି ଚାଷ, ମରୁଡ଼ି ଆଶଙ୍କା

ଛେଣ୍ଡିପଦା,୨୨ା୭(ଡି.ଏନ.ଏ.) ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଜାରି ରହିଛି ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି। ଜୁଲାଇ ଆରମ୍ଭରୁ ସ୍ବଳ୍ପ ବର୍ଷା ପରେ ଆଉ ବର୍ଷାର...

ଧନୁର୍ଜୟପୁର, ବାଙ୍ଗର ପଞ୍ଚାୟତରେ ପ୍ରବାସୀଙ୍କ ଲାଗି ୨ ଆଇସୋଲେଶନ କେନ୍ଦ୍ର ପ୍ରସ୍ତୁତ

ହାଟଡିହୀ,୩ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଙ୍ଗଲ ପାହାଡ଼ ଘେରାରେ ଧନୁର୍ଜୟପୁର ପଞ୍ଚାୟତ ଅଧୀନରେ ୧୨ଟି ଏବଂ ବାଙ୍ଗର ଅଧୀନରେ ୧୨ଟି ୱାର୍ଡ ରହିଛି। ଏହି...

ଦିଗାପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଘଟଯାତ୍ରା

କୁନ୍ଦୁରା,୨୪।୩(ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଦିଗାପୁର ପଞ୍ଚାୟତର ଖିଲପୁଟତୋଟାଠାରେ ଦୀର୍ଘ ୫୦୦ ବର୍ଷ ପୁରୁଣା ମା’ ବୁଢ଼ୀ ଠାକୁରାଣୀଙ୍କ ଦୈବୀ ପୀଠ ରହଛି। ଏବେ...

ହାଇକୋର୍ଟରେ ଦଶହରା ମାମଲା: ଯେତିକି ଉଚ୍ଚର ମୂର୍ତ୍ତି ହୋଇଛି, ସେତିକି ରହିବ

କଟକ ଅଫିସ,୧୭।୯: ଦଶହରାରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣକୁ ନେଇ ଲାଗିଥିବା ବିବାଦରେ ହାଇକୋର୍ଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁ ପୂଜା କମିଟି ଯେତିକି ଉଚ୍ଚତାର...

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨୩କୁ ବୃଦ୍ଧି

କୋରାପୁଟ,୨୯ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ଆଉ ୨୫ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨୩କୁ ବୃଦ୍ଧି ପାଇଛ।...

ଚିହ୍ନଟକାରୀଙ୍କ ତଣ୍ଟି କାଟିଲେ ଅଭିଯୁକ୍ତ

ଗୋପାଳପୁର, ୨୨ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗ୍ରାମରେ ଗତ ୧୭ ତାରିଖ ରାତିରେ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ଙ୍କ ଷ୍ଟେଜ ଶୋ’...

ଡଙ୍ଗାରେ ଚାଲିଛି ବେଆଇନ ବାଲି ଚାଲାଣ

ମହାକାଳପଡ଼ା,୨୪ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା ଓ ଗୋବରୀ ନଦୀରୁ ବେଆଇନ ବାଲି ଚାଲାଣ ଚାଲିଛି। କେତେଜଣ ବାଲି ବ୍ୟବସାୟୀ...

କରୋନା: ଶାରଳା ପୀଠରେ ସତର୍କତା

ତିର୍ତ୍ତୋଲ, ୧୭।୩ (ଡି.ଏନ୍‌.ଏ.): ତିର୍ତ୍ତୋଲ ବ୍ଲକ କନକପୁରସ୍ଥିତ ଶାରଳା ମନ୍ଦିରରେ କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ମନ୍ଦିର ମୁଖ୍ୟଦ୍ୱାର ଦେଇ କେବଳ ଶ୍ରଦ୍ଧାଳୁଙ୍କ ପ୍ରବେଶ...

Advertisement
Archives

Model This Week