ଖରାରେ ସିଝୁଛନ୍ତି ଶ୍ରମିକ: ସରକାରୀ ନିର୍ଦ୍ଦେଶକୁ ବେଖାତିର

ନିରାକାରପୁର,୧୭ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଗେଟ୍‌ ବଜାରରେ ଗୋଟିଏ ମଲ୍‌ ଉପରେ ଶ୍ରମିକମାନେ ଖରାରେ କାମ କରୁଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ସରକାରଙ୍କ ପକ୍ଷରୁ ଏପ୍ରିଲ ପହିଲାରୁ ଶ୍ରମିକମାନଙ୍କୁ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ କାମ କରିବା ପାଇଁ ନିର୍ଦ୍ଦେଶ ଥିବାବେଳେ ଏହାକୁ ବେଖାତିର କରାଯାଇ ସକାଳ ୮ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ ୫ ମହଲା ଉପରେ ଖରାରେ ସିଝୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ,…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ

ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ପଢ଼ିବେ ଛାତ୍ରୀଛାତ୍ର, ଖର୍ଚ୍ଚର ବୋଝ ଆଉ…

ଭୁବନେଶ୍ୱର,୧୨ା୬: ମୋହନ ସରକାରକୁ ଶୁକ୍ରବାର ପୂରିଛି ୨ ବର୍ଷ। ଏହି ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଠିକ୍‌…

ଓଡ଼ିଶା ଛୁଇଁଲା ମୌସୁମୀ, ରଜ ପୂର୍ବରୁ…

ଭୁବନେଶ୍ୱର,୧୨ା୬: କେରଳରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri