ଖରିଫ୍‌ ଧାନ ଶସ୍ୟବୀମା ପ୍ରଦାନ କରା ନ ଗଲେ ଆନ୍ଦୋଳନକୁ ଓହ୍ଲାଇବେ ଚାଷୀ

ଜମନକିରା,୩୦।୧(ଡି.ଏନ୍‌.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮ ମସିହାର ଖରିଫ୍‌ ଧାନଚାଷ ବୀମାରାଶି ପ୍ରଦାନ ନେଇ ଉଭୟ ପ୍ରଶାସନ ଓ ବୀମା କମ୍ପାନୀ ବିଭିନ୍ନ ସମୟରେ ଟାଳଟୁଳ ନୀତି ଅବଲମ୍ବନ କରିଆସୁଛନ୍ତି। ଫଳରେ ଚାଷୀମାନେ ଅନ୍ୟ ଉପାୟ ନ ପାଇ ଆସନ୍ତା ଫେବୃଆରୀ ୨ ତାରିଖରେ କୁଚିଣ୍ଡାରେ ଆନ୍ଦୋଳନ କରିବେ ବୋଲି ଗୁରୁବାର ଆୟୋଜିତ ଏକ ବୈଠକରେ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ବୀମା ରାଶି ରିଲାଏନ୍ସ କମ୍ପାନୀ ପ୍ରଦାନ କରିବାକୁ ଥିବା ବେଳେ ଚାଷୀମାନେ ଆଜିର ବୈଠକରେ ସଂପୃକ୍ତ କମ୍ପାନୀ ଦ୍ୱାରା ପରିଚାଳିତ ସମସ୍ତ ବ୍ୟାବସାୟିକ ଅନୁଷ୍ଠାନଗୁଡ଼ିକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିବା ଉପଖଣ୍ଡସ୍ତରୀୟ ଚାଷୀ ସଂଗଠନର ଆବାହକ କୁଶଧ୍ୱଜ ଚୌଧୁରୀ ପ୍ରେସ ବିବୃତ୍ତିରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri