ଭୁବନେଶ୍ୱର,୨୪ା୧୦(ବ୍ୟୁରୋ)- ଚଳିତ ଖରିଫ୍ ବିପଣନ ଋତୁ ୨୦୧୯-୨୦ ବର୍ଷରେ ଧାନ ସଂଗ୍ରହ କାର୍ଯ୍ୟକୁ ଅନ୍ଲାଇନ୍ ମାଧ୍ୟମରେ ସ୍ବଚ୍ଛ ଏବଂ ଅଧିକ ଫଳପ୍ରଦ କରାଯିବା ପାଇଁ ପଦକ୍ଷେପ ନିଆଯାଇଛି। ପଞ୍ଜିକୃତ କୃଷକମାନେ ସୁବିଧାରେ ସେମାନଙ୍କର ଧାନକୁ ସର୍ବନିମ୍ନ ସହାୟକ ମୂଲ୍ୟରେ ବିକ୍ରିକରି ପାରିବେ ା ଧାନ ସଂଗ୍ରହ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରବର୍ତ୍ତିତ ୫ ‘ଟି’କୁ କଡ଼ାକଡ଼ି ଭାବରେ ପାଳନ କରାଯିବ ା ଏହା ଦ୍ୱାରା କ୍ଷୁଦ୍ର ଓ ନାମମାତ୍ର, ପ୍ରକୃତ ଓ ଭାଗଚାଷୀମାନେ ବହୁଳ ଭାବରେ ଉପକୃତ ହେବେ ବୋଲି ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି ା
ଖରିଫ୍ ବିପଣନ ଋତୁ: ୨୦୧୯-୨୦; ଧାନ ସଂଗ୍ରହ କାର୍ଯ୍ୟରେ ପୂର୍ଣ୍ଣ ସ୍ବଚ୍ଛତା ଅଣାଯିବ : ମନ୍ତ୍ରୀ

ଆଜି ଓଡ଼ିଶା ଫେରିବେ ଗୋପାଳ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ମନ୍ତ୍ରୀ ନବଦାସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସ ରବିବାର ଗୁଜରାଟରୁ ଓଡ଼ିଶା ଆସିବେ। ଗୋପାଳଙ୍କ ନାର୍କୋ ଓ ପଲିଗ୍ରାଫ ଟେଷ୍ଟ ପରେ...

ଟ୍ରାଫିକ୍ ନିୟମ ଉଲ୍ଲଂଘନ ନାଁରେ ଜନସାଧାରଣଙ୍କୁ ଅତ୍ୟାଚାର: ସୁରେଶ ରାଉତରାୟ
ଭୁବନେଶ୍ୱର,୨।୩(ବ୍ୟୁରୋ): ମାର୍ଚ୍ଚ ୧ ତାରିଖରୁ ମୋଟରଯାନ ଆଇନକୁ କଡ଼ାକଡ଼ି ଲାଗୁ କରାଯାଇଥିବା ବେଳେ ରାଜ୍ୟର ସବୁ ସ୍ଥାନରେ ଧରପଗଡ଼ ଆରମ୍ଭ ହୋଇଯାଇଛି। ନିୟମ ଉଲ୍ଲଂଘନ କରୁଥିବା...

ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ
ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ...

ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମାନସମନ୍ଥନ କାର୍ଯ୍ୟକ୍ରମ:ନାଗରିକ କୈନ୍ଦ୍ରିକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟର ଜନସାଧାରଣଙ୍କ ନିକଟରେ ପ୍ରଶାସନ ଉତ୍ତରଦାୟୀ। ନାଗରିକ କେନ୍ଦ୍ରିକ ପ୍ରଶାସନ ପାଇଁ ସମସ୍ତ ଉଦ୍ୟମ କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର...

ଦିନିକିଆ ଅଧିବେଶନ, ଯୋଗଦେବେ ୩୦% ସଦସ୍ୟ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ସୋମବାର ଲୋକସେବା ଭବନର ନୂତନ କନ୍ଭେନ୍ଶନ ବିଲ୍ଡିଂରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବ୍ୟୟ...

ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍...

ଚନ୍ଦକା ହାତୀ ବେକରେ ଲାଗିବ ରେଡିଓ କଲାର; ସାଟେଲାଇଟ୍ ଜରିଆରେ ନଜର ରଖିବ ବନ ବିଭାଗ
ଭୁବନେଶ୍ୱର, ୧୨ା୯ (ବ୍ୟୁରୋ): ଚନ୍ଦକା ବନଖଣ୍ଡରେ ଥିବା ହାତୀଙ୍କ ବେକରେ ରେଡିଓ କଲାର ଲାଗିବ। ଏହାଦ୍ୱାରା ସାଟେଲାଇଟ ଜରିଆରେ ସେମାନଙ୍କ ଗତିବିଧି ଉପରେ ନଜର ରଖିବ...

ଛତିଶା ନିଯୋଗ ବୈଠକ: ହବିଷିଆଳିଙ୍କୁ ଠିକ୍ ସମୟରେ ମିଳିବ ମହାପ୍ରସାଦ
ପୁରୀ ଅଫିସ, ୪ା୧୦: ବିଗତ ବର୍ଷ ସରକାରଙ୍କ ହବିଷିଆଳି ଯୋଜନାରେ ରହିଥିବା ହବିଷିଆଳିଙ୍କୁ ମହାପ୍ରସାଦ ଦେବାରେ ଅନେକଥର ବିଳମ୍ବ ହୋଇଛି। ତେଣୁ ଏ ବର୍ଷ ଯେପରି...