Posted inଜାତୀୟ

ଖଲିସ୍ତାନୀଙ୍କୁ ସକ୍ରିୟ କରୁଛି ଆଇଏସ୍‌ଆଇ: ଭାରତୀୟ ଗୋଇନ୍ଦା ବିଭାଗର ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ,୩୦।୧୦: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପଞ୍ଜାବରେ ଅଶାନ୍ତି ସୃଷ୍ଟି ପାଇଁ ଷଡ଼ଯନ୍ତ୍ର ରଚିଛି। ଏହା ଅନ୍ତର୍ଗତ ଆଇଏସ୍‌ଆଇ ସ୍ଥାନୀୟ ଖଲିସ୍ତାନୀ ଆତଙ୍କବାଦୀଙ୍କ ସହିତ ହାତ ମିଳାଇଛି। ଖଲିସ୍ତାନୀଙ୍କୁ ଡ୍ରୋନ୍‌ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଯୋଗାଣ ଜାରି ରହିବା ସହିତ ସଂଗଠନକୁ ମଜବୁତ ପାଇଁ ଉଦ୍ୟମ ହେଉଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏନେଇ ସନ୍ଦିଗ୍ଧ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ ସଦସ୍ୟଙ୍କ ବିଷୟରେ ଗୋଇନ୍ଦା ବିଭାଗକୁ ତଥ୍ୟ ମିଳିଛି। ପଞ୍ଜାବରେ ଖଲିସ୍ତାନୀଙ୍କୁ ସକ୍ରିୟ କରିବା ଲାଗି ଜର୍ମାନୀରେ ଥିବା ଖଲିସ୍ତାନ ଆତଙ୍କବାଦୀ ଗୁରମିତ୍‌ ସିଂ ବଗ୍ଗା ଏବଂ ପାକିସ୍ତାନରେ ଥିବା ଆତଙ୍କବାଦୀ ରଣଜିତ୍‌ ସିଂଙ୍କ ମଧ୍ୟରେ ଯୋଗାଯୋଗ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଇତିମଧ୍ୟରେ ଉଚ୍ଚସ୍ତରୀୟ ବୈଠକ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?