ଖାଉଟି ଅଦାଲତ ଅବମାନନା ମାମଲାରେ ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟ ଗିରଫ

ବଲାଙ୍ଗୀର ଅଫିସ,୧୪।୬: ବଲାଙ୍ଗୀର ଟାଉନଥାନା ପୋଲିସ ପକ୍ଷରୁ ଶୁକ୍ରବାର ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଗିରଫ କରାଯାଇଛି। ଏକ ଖାଉଟି ଅଦାଲତ ଅବମାନନା ମାମଲାକୁ ନେଇ ତାଙ୍କ ନାଁରେ ଓ୍ବାରେଣ୍ଟ ଜାରି କରାଯାଇଥିଲା । ଏହି ଓ୍ବାରେଣ୍ଟକୁ ଭିତ୍ତିକରି ତାଙ୍କୁ ଗିରଫ କରାଯାଇଥିବା ଥାନା ଆଇଆଇସି ତୋଫାନ ବାଗ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ମିଳିଲା ମା’ଝିଅଙ୍କ ମୃତଦେହ

ନାକଟିଦେଉଳ,୧ା୪: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦଖିବାକୁ ମିଳିଛି। ଘର ଭିତରୁ ମା’ଝିଅଙ୍କ ମୃତଦେହ କିସିଣ୍ଡା ପୋଲିସ...

ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍‌

ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍‌ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା...

ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ

ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି।...

ବାବା ଶଗଡେଶ୍ୱରଙ୍କ ପୀଠରେ ଗଣ୍ଠିଲି ଫିଟା ଓ ଥାଳଉଠା ନୀତି

ଜମନକିରା,୨୪ା୪(ଡି.ଏନ.ଏ.): ଶୀତଳଷଷ୍ଠୀ ପୂଜା ପାଇଁ ଜମନକିରା ବ୍ଲକ ଡିମିରିମୁଣ୍ଡା ପଞ୍ଚାୟତସ୍ଥିତ ବାବା ଶଗଡେଶ୍ୱର ପୀଠରେ ଗଣ୍ଠିଲି ଫିଟା ଓ ଥାଳ ଉଠା କାର୍ଯ୍ୟକ୍ରମ ମନ୍ଦିର ପ୍ରାଙ୍ଗଣରେ...

ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି...

ବ୍ୟବହାରିକ ଜ୍ଞାନ ସଂଗ୍ରହ, ରାଗିଂମୁକ୍ତ କ୍ୟାମ୍ପସ୍‌ କର

ସମ୍ବଲପୁର,୫ା୪(ବ୍ୟୁରୋ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଇଂ. ରୋହିତ ପୂଜାରୀ ଛାତ୍ରୀଛାତ୍ରଙ୍କ ସହ କ୍ଲାସରୁମରେ ଆଲୋଚନା କରିଥିଲେ।...

ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ

ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍‌ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

କୋଭିଡ-୧୯ ଲେଖି କାଠ ଚୋରା ଚାଲାଣ

ସମ୍ବଲପୁର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଗାଡି ଗୁଡିକୁ ପାସ୍‌ ଦେଇଛନ୍ତି। ଫଳରେ ଗାଡି ସମ୍ମୁଖରେ କୋଭିଡ- ୧୯ ଲେଖାଥିବାରୁ କେଉଁଠି ନ...

Advertisement
Archives

Model This Week