ଖାଉଟି ମୂଲ୍ୟସୂଚୀ ୩୨୯ ପଏଣ୍ଟ

ଭୁବନେଶ୍ୱର,୩୦ା୫:ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୨୬ ପଏଣ୍ଟ ଥିଲା। ଏପ୍ରିଲରେ ଏଥିରେ ୩ ପଏଣ୍ଟ ବୃଦ୍ଧି ଘଟି ୩୨୯ ପଏଣ୍ଟ ରହିଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୬ ପଏଣ୍ଟରେ ଅପରିବର୍ତ୍ତିତ ରହିଛି। ଅନ୍ୟପକ୍ଷରେ ରାଉରକେଲାରେ ମଧ୍ୟ ଏହା ୩୨୯ ପଏଣ୍ଟରେ ଅପରିବର୍ତ୍ତିତ ରହିଥିବା ଜଣାପଡିଛି। ଜୁଲାଇ ପହିଲା ଦିନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ପରିବର୍ତ୍ତନ ହେବ। ଅଗଷ୍ଟ ପହିଲାରେ ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ମଧ୍ୟ ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି। ଏ ସମ୍ପର୍କିତ ବିସ୍ତୃତ ରିପୋର୍ଟ ଆଗାମୀ ଦିନରେ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥିତି ପାଇଁ ସଂଗ୍ରାମ କରୁଛନ୍ତି କ୍ଷୁୁଦ୍ର, ମଧ୍ୟମ ଶିଳ୍ପ

ନୂଆଦିଲ୍ଲୀ,୨୫-୩: କରୋନା ଭାଇରସର ପ୍ରଭାବରେ ଦେଶର କ୍ଷୁଦ୍ର ଶିଳ୍ପଗୁଡିକର ଅଣ୍ଟା ଭାଙ୍ଗିଯାଇଛି। ନିଜର ସ୍ଥିତି ବଜାୟ ରଖିବା ଲାଗି ଦେଶର କ୍ଷୁଦ୍ର ମଧ୍ୟମ ଶିଳ୍ପଗୁଡିକ ଏବେ...

ପାସେଞ୍ଜର ଗାଡ଼ି ବିକ୍ରି: ମାରୁତି-ଟାଟାକୁ କ୍ଷତି, ହ୍ୟୁଣ୍ଡାଇ-ମହିନ୍ଦ୍ରା ଲାଭବାନ

ନୂଆଦିଲ୍ଲୀ,୧୬।୯: ଚଳିତ ଆର୍ଥିକବର୍ଷର ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ମାରୁତି ସୁଜୁକି ଇଣ୍ଡିଆ ଓ ଟାଟା ମୋଟର୍ସର ପାସେଞ୍ଜର ଗାଡ଼ି ବିକ୍ରି ହ୍ରାସ ପାଇଛି। ଅନ୍ୟପକ୍ଷରେ ମହିନ୍ଦ୍ରା...

ଆଜିଠୁ ଟଙ୍କା ଟ୍ରାନ୍ସଫର ଛାଡ଼: ଆର୍‌ଟିଜିଏସ୍‌, ଏନ୍‌ଇଏଫ୍‌ଟି ଫି ଛାଡ

ନୂଆଦିଲ୍ଲୀ,୧-୭: ସୋମବାରଠାରୁ ଆର୍‌ଟିଜିଏସ୍‌ ଓ ଏନ୍‌ଇଏଫ୍‌ଟି ବ୍ୟବସ୍ଥା ମାଧ୍ୟମରେ ଫଣ୍ଡ୍‌ ଟ୍ରାନ୍ସଫର କରିବା ପାଇଁ ଆଉ ଫିସ୍‌ ଦେବାକୁ ପଡିବ ନାହିଁ। ରିଜର୍ଭ ବ୍ୟାଙ୍କର ଘୋଷଣା...

ଅଗଷ୍ଟ ପର୍ଯ୍ୟନ୍ତ ଇପିଏଫ୍‌ ଯୋଗଦାନ ଦେବେ ସରକାର

ନୂଆଦିଲ୍ଲୀ,୮।୭ : କମ୍ପାନୀ ଏବଂ କର୍ମଚାରୀଙ୍କ ଫାଇଦା ଲାଗି ସରକାରଙ୍କ ପକ୍ଷରୁ ୨୪% ଇପିଏଫ୍‌ ଯୋଗଦାନକୁ ମଧ୍ୟ କ୍ୟାପିନେଟ ମଞ୍ଜୁରୀ ପ୍ରଦାନ କରିଛି। ଅନ୍ତତଃ ପକ୍ଷେ...

ବୃଦ୍ଧି ପାଉଛି ଅଶୋଧିତ ତୈଳ ଆମଦାନୀ

ନୂଆଦିଲ୍ଲୀ, ୨୨ା୫: ବିଶ୍ୱର ତୃତୀୟ ସର୍ବାଧିକ ଅଶୋଧିତ ତୈଳ ଆମଦାନୀ କରୁଥିବା ଭାରତ ଏପ୍ରିଲରେ ଗତ ସାଢେ ୩ ବର୍ଷ ମଧ୍ୟରେ ସର୍ବାଧିକ ତୈଳ ଗ୍ରହଣ କରିଛି।...

ଆଇସିଆଇସିଆଇ ବ୍ୟାଙ୍କ ଦେଲା ୧୦୦ କୋଟି

ମୁମ୍ବାଇ,୨୧।୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ଯୋଗଦାନ ସ୍ବରୂପ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ୧୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଅର୍ଥ ମଧ୍ୟରେ ପିଏମ୍‌...

ଏଜିଆର୍‌ ମାମଲାରେ ପୁଣି ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯-୩: ଆଡଜଷ୍ଟେଡ୍‌ ଗ୍ରସ ରେଭିନ୍ୟୁ(ଏଜିଆର୍‌) ମାମଲାରେ ସୁପ୍ରିମକୋର୍ଟ ପୁଣି ଥରେ ଟେଲିକମ କମ୍ପାନୀଙ୍କ ଉପରେ ବର୍ଷିଛନ୍ତି। ଟେଲିକମ କମ୍ପାନୀଗୁଡିକ ନିର୍ଦ୍ଦେଶ ପାଳନ ନ ଲେ କମ୍ପାନୀଗୁଡିକର...

ଲୋକ ସଭାରେ ସ୍ପଷ୍ଟ କଲେ ଗଡ଼କରୀ: ଉନ୍ନତ ସଡ଼କ ଚାହୁଁଥିଲେ ଟୋଲ୍‌ ଟିକସ ଦେବାକୁ ହେବ

ନୂଆଦିଲ୍ଲୀ,୧୬-୭: ଟୋଲ୍‌ ଟିକସ ଆଦାୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ସରକାରଙ୍କ ମତ ସ୍ପଷ୍ଟ କରିଛନ୍ତି।...

Advertisement
Archives

Model This Week