ଖାଉଟି ସର୍ଭେ ଡାଟା ପ୍ରକାଶ କରିବାକୁ ଚିଠି ଲେଖିଲେ ୨୦୦ ସ୍କଲାର

ମୁମ୍ବାଇ,୨୨-୧୧: ଖାଉଟି ଖର୍ଚ୍ଚ ସର୍ଭେ ଡାଟାକୁ ପ୍ରକାଶ କରିବାକୁ ସରକାରଙ୍କୁ ୨୦୦ ସ୍କଲାର ଚିଠି ଲେଖିଛନ୍ତି। ଡାଟା ଗୁଣବତ୍ତାରେ ଅସୁବିଧା ରହିଥିବାରୁ ୨୦୧୭-୧୮ର ଡାଟା ପ୍ରକାଶ ପାଇବ ନାହିଁ ବୋଲି ସରକାର ନିକଟରେ କହିଥିଲେ। ଏହା ପରେ ସରକାରଙ୍କୁ ଏଭଳି ପ୍ରସଙ୍ଗରେ ଚିଠି ଲେଖାଯାଇଛି। ଏହି ସ୍କଲାରଙ୍କ ମଧ୍ୟରେ ଅଧିକାଂଶ ଅର୍ଥନୀତିଜ୍ଞ ରହିଛନ୍ତି। ଜାତୀୟ ସାମ୍ପୂଲ ସର୍ଭେ ଅଫିସର ଏକ ଲିକ୍‌ ଡାଟା ନିକଟରେ ଗଣମାଧ୍ୟମରେ ପ୍ରକାଶ ପାଇବାରୁ ଏ ସଂକ୍ରାନ୍ତ ସର୍ଭେ ରିପୋର୍ଟ ନ ପ୍ରକାଶ କରିବାକୁ ସରକାର ତତକ୍ଷାଣତ କହିଥିଲେ। ଗ୍ରାମାଞ୍ଚଳରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଲାଗି ଲୋକ ଖର୍ଚ୍ଚ କରୁ ନ ଥିବା ଏବଂ ବ୍ୟକ୍ତି ପିଛା ମାସିକ ଖର୍ଚ୍ଚ ୨୦୧୧-୧୨ ତୁଳନାରେ ୩.୭% ଖସିଥିବା ରିପୋର୍ଟରେ ଉଲ୍ଲେଖ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଫୋନ ରପ୍ତାନି;ଭାରତ ୨୧ ସ୍ଥାନ ଉପରକୁ ଉଠିଲା

ନୂଆଦିଲ୍ଲୀ,୨୦ -୮: ମୋବାଇଲ ଫୋନ ରପ୍ତାନି କ୍ଷେତ୍ରରେ ଭାରତ ଗତବର୍ଷ ବେଶ ଅଭିବୃଦ୍ଧି ହାସଲ କରିଛି। ଫଳରେ ଏହା ୨୧ ସ୍ଥାନ ଉପରକୁ ଉଠି ରପ୍ତାନିକାରୀ...

ବନ୍ଦ ହୋଇପାରେ ବ୍ୟାଙ୍କ ସେବା

ନୂଆଦିଲ୍ଲୀ,୨୭। ୩: କରୋନା ପ୍ରଭାବକୁ କମ୍‌ କରିବା ଲାଗି ସରକାର ଏବେ ସାରା ଦେଶରେ କଟକଣା ଲାଗୁ କରୁଛନ୍ତି। ଏହି ସମୟରେ କିଛି ବଛାବଛା ବ୍ୟାଙ୍କ...

ମୋଦି ୨.୦ର ପ୍ରଥମ ବଜେଟ; ନିର୍ମଳାଙ୍କ ସମ୍ମୁଖରେ ବିକାଶ ବୃଦ୍ଧିର ଆହ୍ବାନ

ନୂଆଦିଲ୍ଲୀ,୪-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରିବେ। ସେ ଏଭଳି ସମୟରେ ଦେଶର ଅର୍ଥମନ୍ତ୍ରୀ ପଦଭାର...

ଇଲେକ୍ଟ୍ରୋନିକ୍ସ ମାନୁଫାକ୍‌ଚରିଂ ହବ୍‌;ଚାଇନାକୁ ଟକ୍କରଦେବାର ଯୋଜନା

ନୂଆଦିଲ୍ଲୀ,୧୬-୭: ଦେଶକୁ ଇଲେକ୍ଟ୍ରୋନିକ୍ସ ମାନୁଫାକ୍‌ଚରିଂ ହବ୍‌ ଭାବେ ତିଆରି କରିବା ଲାଗି କେନ୍ଦ୍ର ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଏଥିଲାଗି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ପକ୍ଷରୁ ଏକ...

ରାଘବେନ୍ଦ୍ର ସମବାୟ ବ୍ୟାଙ୍କ ଉପରେ ଆର୍‌ବିଆଇର କଟକଣା

ନୂଆଦିଲ୍ଲୀ,୧୫-୧: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ପରେ ରିଜର୍ଭ ବ୍ୟାଙ୍କ କର୍ନାଟକର ରାଘବେନ୍ଦ୍ର ସହକାର ବ୍ୟାଙ୍କ ଉପରେ ଉଠାଣ ନେଇ କଟକଣା ଜାରି...

ବାତ୍ୟା କ୍ଷତିଗ୍ରସ୍ତଙ୍କ ଲାଗି ସାଓମି ଦିଲ୍ଲୀ ଟିମ୍‌ ପକ୍ଷରୁ ୩ ଲକ୍ଷ

ଭୁବନେଶ୍ୱର,୨୨।୫: ପ୍ରମୁଖ କମ୍ପାନୀ ସାଓମି କର୍ପୋରେଶନର ଦିଲ୍ଲୀ ଟିମ୍‌ ପକ୍ଷରୁ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।...

ସାମ୍‌ସଙ୍ଗ ଗାଲାକ୍ସି ନୋଟ୍‌ ୧୦ ଲାଇଟ୍‌ରେ ମିଳୁଛି ଜବରଦସ୍ତ ଅଫର୍‌; ୫ ହଜାର ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍

‌ନୂଆଦିଲ୍ଲୀ,୨୧।୬: ପ୍ରମୁଖ ସ୍ମାର୍ଟଫୋନ ନିର୍ମାଣକାରୀ କମ୍ପାନୀ ସାମ୍‌ସଙ୍ଗ ଏହାର ଲୋକପ୍ରିୟ ସିରିଜ୍‌ ଗାଲାକ୍ସି ନୋଟ୍‌ ୧୦ ଲାଇଟ୍‌ ମୂଲ୍ୟରେ ହ୍ରାସ କରିଛି। ଏହା କମ୍ପାନୀର ଏକ...

ସେପ୍ଟେମ୍ବର ପହିଲାରୁ ହେବାକୁ ଯାଉଛି ଏହି ବଡ଼ ପରିବର୍ତ୍ତନ: ଜାଣନ୍ତୁ ଆପଣଙ୍କ ଉପରେ ପଡ଼ିବ କ’ଣ ପ୍ରଭାବ

ନୂଆଦିଲ୍ଲୀ,୨୮।୮: ମହାମାରୀ କରୋନା କାଳରେ ସେପ୍ଟେମ୍ବର ପହିଲାରୁ ଅନ୍‌ଲକ୍‌-୪ ଆରମ୍ଭ ହେବାକୁ ଯାଉଛି। ଏହାପରଠାରୁ ଅନେକ ପରିବର୍ତ୍ତନ ହେବ, ଯାହାର ପ୍ରଭାବ ସାଧାରଣ ନାଗରିକଙ୍କ ଉପରେ...

Coronavirus Update


Archives

Model This Week

Why Dharitri