ଖାଉଟି ସୁରକ୍ଷା ବିଲ୍‌ ପାର୍ଲାମେଣ୍ଟରେ ଅନୁମୋଦିତ

ନୂଆଦିଲ୍ଲୀ,୭-୮: ବହୁ ପ୍ରତୀକ୍ଷିତ ଖାଉଟି ସୁରକ୍ଷା ବିଲ୍‌ ୨୦୧୯ ମଙ୍ଗଳବାର ପାର୍ଲାମେଣ୍ଟରେ ଅନୁମୋଦନ ଲାଭ କରିଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଫଳପ୍ରଦ ପ୍ରଶାସନିକ ପଦକ୍ଷେପ ଜରିଆରେ ଖାଉଟି ବିବାଦର ସମାଧାନ କରିବା ଏହି ବିଲ୍‌ର ଲକ୍ଷ୍ୟ ରହିଛି। ଲୋକ ସଭାରେ ପୂର୍ବରୁ ଅନୁମୋଦିତ ଏହି ବିଲ୍‌ ମଙ୍ଗଳବାର ରାଜ୍ୟ ସଭାରେ ବାଚନିକ ଭୋଟ୍‌ରେ ମଞ୍ଜୁର ହୋଇଛି। ଏହି ବିଲ୍‌ ଜରିଆରେ ଉପଭୋକ୍ତାଙ୍କ ଅଧିକାରକୁ ଅଧିକ ଶକ୍ତିଶାଳୀ କରିବା ସହ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ବ୍ୟବସ୍ଥା କରାଯାଇଛି। ଆଲୋଚନାରେ ଅଂଶଗ୍ରହଣ କରି ଖାଉଟି ବ୍ୟାପାର ମନ୍ତ୍ରୀ ରାମବିଳାଶ ପାଶଓ୍ବାନ କହିଛନ୍ତି ଯେ, ଏମ୍‌ପିମାନଙ୍କ ପରାମର୍ଶକୁ ନିୟମ ଭାବେ ଏହି ବିଲ୍‌ରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ବିଆଇ ଲାଇଫର ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ

ଭୁବନେଶ୍ୱର,୧୮-୪: ଏସ୍‌ବିଆଇ ଲାଇଫ ଇନସ୍ୟୁରାନ୍ସ ପକ୍ଷରୁ ସ୍ଥାନୀୟ ଇନଫୋସିଟି ଇନଫିନିଆ ଟାଓ୍ବାରରେ ନୂଆ ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ ହୋଇଛି। ଏସ୍‌ବିଆଇ ଲାଇଫର ଏମ୍‌ଡି ତଥା ସିିଇଓ...

ନିବେଶ ଲାଗି ଭାରତ ପ୍ରକୃଷ୍ଟ ସ୍ଥାନ:ସୀତାରାମନ

ନୂଆଦିଲ୍ଲୀ,୧୮-୧୦: ନିବେଶ ଲାଗି ଭାରତ ଭଳି ପ୍ରକୃଷ୍ଟ ସ୍ଥାନ ନିବେଶକମାନେ ଅନ୍ୟ କେଉଁଠାରେ ପାଇବେ ନାହିଁ। ଭାରତରେ ଗଣତନ୍ତ୍ର ଏବଂ ପୁଞ୍ଜିବାଦକୁ ସମ୍ମାନ ଦେବା ଭଳି...

ଏୟାରଟେଲ୍‌ର ମାଗଣା ପ୍ୟାକ୍‌

ମୁମ୍ବାଇ: ଏୟାରଟେଲ୍‌ ପକ୍ଷରୁ ଗ୍ରାହକଙ୍କ ପାଇଁ ବିଶେଷ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀ ୫୫ ନିୟୁତରୁ ଅଧିକ ନିମ୍ନ ଆୟବର୍ଗର ଗ୍ରାହକଙ୍କୁ ଏହାର ୪୯...

ଅଟୋମୋବାଇଲ ଡିଲରଶିପରେ ଛଟେଇ ଆଶଙ୍କା

ନୂଆଦିଲ୍ଲୀ,୧୫।୬: ଗତ ବର୍ଷ ମାନ୍ଦାବସ୍ଥା ଯୋଗୁ ଦେଶର ଅଟୋମୋବାଇଲ ଡିଲରଶିପ ନିଯୁକ୍ତି ଉପରେ ନକାରାତ୍ମକ ପ୍ରଭାବ ପଡିଥିଲା। ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ଏହି...

ଡ୍ରିମ୍‌ସ ପଲିଟେକ୍‌ନିକକୁ ଏନ୍‌ବିଏ ମାନ୍ୟତା

କଟକ,୬।୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ର ସହଯୋଗୀ ଅନୁଷ୍ଠାନ ଡ୍ରିମ୍‌ସ ପଲିଟେକ୍‌ନିକକୁ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ...

ଭାରତରେ କାରବାର ବନ୍ଦ କଲା ଟିକ୍‌ଟକ୍‌

ନୂଆଦିଲ୍ଲୀ: ଟିକ୍‌ଟକ୍‌ର ମୂଳ କମ୍ପାନୀ ବାଇଟ୍‌ ଡାନ୍ସ ଭାରତରେ ଏହାର କାରବାର ବନ୍ଦ କରିଛି। ସେହିଭଳି ଘରୋଇ ବଜାରରେ କାମ କରୁଥିବା ପ୍ରାୟ ୨ ହଜାର...

ପାର୍ଲାମେଣ୍ଟରେ ହେଲା ନୂଆ ରେକର୍ଡ; ମଧ୍ୟରାତ୍ରି ଯାଏ ଚାଲିଲା ରେଳ ବଜେଟ ଆଲୋଚନା

ନୂଆଦିଲ୍ଲୀ,୧୩।୭: ବଜେଟରେ ରେଲଓ୍ବେକୁ ମିଳିବାକୁ ଥିବା ଅନୁଦାନ ଉପରେ ଗୁରୁବାର ଲୋକ ସଭାରେ ଦୀର୍ଘ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଆଲୋଚନା ହୋଇଥିଲା। ଏହା...

ଆଉଟଲୁକ୍‌ ସ୍ଥିର ରଖିଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୧।୬: ରେଟିଂ ଏଜେନ୍ସି ଏସ୍‌ ଆଣ୍ଡ ପି ଭାରତର ଆଉଟଲୁକ୍‌କୁ ବୁଧବାର ସ୍ଥିର ରଖିଛି। ଏହି ଏଜେନ୍ସି ଭାରତ ଲାଗି ରେଟିଂକୁ ବିବିବିରେ ସ୍ତରରେ ରଖିଛି।...

Advertisement
Archives

Model This Week