ଖାଦ୍ୟରେ ଅଧିକ ଲୁଣ ସିିଞ୍ଚି ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ଖାଦ୍ୟ ଉପରେ ଅଧିକ ଲୁଣ ସିିଞ୍ଚି ଖାଉଥିବା ଲୋକେ ସାବଧାନ ହୋଇଯାନ୍ତୁ। ଏହାଦ୍ୱାରା ବିଭିନ୍ନ  ଶାରୀରିକ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ଲୁଣ ଏଭଳି ଏକ ଜିନିଷ ଯାହାର ସେବନ ଉପଯୁକ୍ତ ମାତ୍ରାରେ ଏବଂ  ସମୟରେ ହେବା ଆବଶ୍ୟକ। ନଚେତ୍‌ ସ୍ବାସ୍ଥ୍ୟ ପାଇଁ ହାନିକାରକ ସାବ୍ୟସ୍ତ ହୋଇଥାଏ। ଖାଦ୍ୟରେ ଲୁଣ ମାତ୍ରା କମ୍‌ ବା ଅଧିକ ହେଲେ, ତାହା ଶରୀରରେ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି କରେ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଅଧିକ ମାତ୍ରାରେ ଲୁଣ ଖାଇବା ଦ୍ୱାରା ରକ୍ତଚାପ, ମୋଟାପଣ ଓ ଆଜ୍‌ମା ଭଳି ରୋଗ ହେବାର ଆଶଙ୍କା ଥାଏ। ଅନ୍ୟପକ୍ଷରେ ଖାଦ୍ୟ ପାଖରେ ଅଲଗା ଲୁଣ ରଖି ଖାଇବା ଦ୍ୱାରା ହୃଦ୍‌ରୋଗ, କିଡ୍‌ନୀ ରୋଗ ଏବଂ ରନ୍ଧା ଖାଦ୍ୟ ଉପରେ ଲୁଣ ସିିଞ୍ଚି ଖାଇଲେ ବଦହଜ୍‌ମୀ ଆଶଙ୍କା ଅଧିକ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପରପାରିରେ ପ୍ରସିଦ୍ଧ ନୃତ୍ୟଶିଳ୍ପୀ ଅମଲା ଶଙ୍କର: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଦେଶର ପ୍ରସିଦ୍ଧ ନୃତ୍ୟଶିଳ୍ପୀ ଅମଲା ଶଙ୍କରଙ୍କର ଶୁକ୍ରବାର କୋଲକାତାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ହୋଇଥିଲା। ଅମଲା କୋରିଓଗ୍ରାଫର ଉଦୟ ଶଙ୍କରଙ୍କ...

ଭାରତରେ ବଢ଼ିଚାଲିଛି ସଂକ୍ରମଣ: ନିଜ ନାଗରିକଙ୍କୁ ଫେରାଇନେବ ଚାଇନା

ନୂଆଦିଲ୍ଲୀ,୨୫ା୫-ଭାରତ-ଚାଇନା ସୀମାରେ ଗତ କିଛିଦିନ ହେଲା ଉତ୍ତେଜନା ଲାଗି ରହିଛି। ଏହାର ସମାଧାନ ଲାଗି ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଜାରି ରହିଥିଲେ ହେଁ ସମାଧାନର...

ହେଲ୍‌ମେଟ ପିନ୍ଧି କାମ କଲେ ଡାକ୍ତର

ନୂଆଦିଲ୍ଲୀ,୧୪।୬: ପଶ୍ଚିମବଙ୍ଗରେ ଡାକ୍ତରମାନେ ଅନଶନ କରିବା ଫଳରେ ରୋଗୀ ସେବା ବ୍ୟାହତ ହୋଇଛି। ଏମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ବିରୋଧ କରି ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ...

ସଂଘର୍ଷରେ ମରିଛନ୍ତି ୪ ଚାଇନା ସୈନ୍ୟ

ନୂଆଦିଲ୍ଲୀ, ୨୦।୨: ପୂର୍ବ ଲଦାଖର ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଗତବର୍ଷ ଜୁନ୍‌ରେ ଭାରତୀୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସେଥିରେ ୨୦ ଭାରତୀୟ...

ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାରେ ପୁଣି ଶୀର୍ଷରେ ବେଙ୍ଗାଲୁରୁ ଆଇଆଇଏସ୍‌ସି…

ନୂଆଦିଲ୍ଲୀ/ଲଣ୍ଡନ, ୯।୬ : ଦେଶର ଶ୍ରେଷ୍ଠ ଏବଂ ଦକ୍ଷିଣ ଏସିଆର ଉଦୀୟମାନ ବିଶ୍ୱବିଦ୍ୟାଳୟ ଭାବରେ କର୍ନାଟକର ବେଙ୍ଗାଲୁରୁ ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସ (ଆଇଆଇଏସ୍‌ସି)କୁ...

ଶରଦ ପାଓ୍ବାରଙ୍କ ପାକିସ୍ତାନ ପ୍ରେମ: କହିଲେ ପାକ୍‌କୁ ନେଇ ମୋଦି ସରକାର ମିଛ କହୁଛନ୍ତି

ନୂଆଦିଲ୍ଲୀ,୧୫।୯: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କ ପାକିସ୍ତାନ ପ୍ରେମ ଦେଖିବାକୁ ମିଳିଛି। ଶନିବାର ପାଓ୍ବାର କହିଛନ୍ତି ଶାସକ ଭାଜପା ବା ମୋଦି ସରକାର...

‘ମଦ’ର ହୋମ୍‌ ଡେଲିଭରି ଦେବେ ଛତିଶଗଡ଼ ସରକାର

ରାୟପୁର,୫।୫: ଲକ୍‌ଡାଉନ ୩.୦ ପରେ ଦେଶର ବିଭିନ୍ନ ସ୍ଥାନକୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଗ୍ରୀନ୍‌, ଅରେଞ୍ଜ ଓ ରେଡ୍‌ ଜୋନକୁ ଦେଖି ଲକ୍‌ଡାଉନ ନିୟମରେ...

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

Advertisement
Archives

Model This Week